Posted inଫୁରସତ

କେରଳରେ ଅନ୍‌ଲାଇନ୍‌ରେ ମିଳିବ କଏଦୀଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ, ଦାମ୍‌ କେତେ ଜାଣନ୍ତି…

କେରଳର ଜେଲ୍‌ରେ ସଜା କାଟୁଥିବା କଏଦୀମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଏବେ ଅନ୍‌ଲାଇନ୍‌ରେ ମିଳିବ। ତ୍ରିଶୂରସ୍ଥିତ ବୈୟୁର ସେଣ୍ଟ୍ରାଲ ଜେଲ୍‌ର କଏଦୀମାନଙ୍କୁ ସ୍ବରୋଜଗାର ପାଇଁ ଖାଦ୍ୟ ପ୍ରସ୍ତୁତ ଏବଂ ପ୍ୟାକିଂ କରିବା ଦାୟିତ୍ୱ ଦିଆଯାଇଛି। ଖାଲି ଏତିକି ନୁହେଁ, ଏହି ଖାଦ୍ୟକୁ ମଧ୍ୟ ଅନ୍‌ଲାଇନ୍‌ରେ ବିକ୍ରି କରାଯିବାକୁ ଯୋଜନା ରଖାଯାଇଛି। ଜେଲ୍‌ର ଅଧିକାରୀ କୁହନ୍ତି, ଏହି ଖାଦ୍ୟ ଏବେ କେବଳ ଜେଲ୍‌ ବାହାର କାଉଣ୍ଟରରେ ବିକ୍ରି କରାଯାଉଛି। ପରେ ଅନ୍‌ଲାଇନ୍‌ ଡେଲିଭରି ପାଇଁ ଯୋଜନା ଚାଲିଛି। ଏଥିରେ ସ୍ପେଶାଲ ମେନୁର ଅର୍ଡର ମଧ୍ୟ ଦିଆଯାଇଛି। ଏହାର ନାଁ ରହିଛି ‘ଫ୍ରିଡମ୍‌ କମ୍ବୋ ଲଞ୍ଚ୍‌’। ଏହି କମ୍ବୋ ପ୍ୟାକ୍‌ରେ ରହିଛି ୩୦୦ ଗ୍ରାମର ବିରିୟାନି, ଗୋଟିଏ ରୋଷ୍ଟେଡ୍‌ ଚିକେନ୍‌ ଲେଗ୍‌, ତିନୋଟି ରୁଟି, ଚିକେନ୍‌ ତରକାରୀ, ଆଚାର, ସାଲାଡ, ଗୋଟିଏ ପାଣି ବୋତଲ ଏବଂ ମିଠା। ଦାମ୍‌ ରହିଛି ୧୨୭ ଟଙ୍କା। ଏହି ଖାଇବା ପୁଣି କଦଳୀ ପତ୍ରରେ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା

ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି;…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri