Posted inଜାତୀୟ

କେରଳରେ ଚିହ୍ନଟ ହେଲେ ପ୍ରଥମ କରୋନା ଭୂତାଣୁ ସଂକ୍ରମିତ

ନୂଆଦିଲ୍ଲୀ,୩୦।୧: କରୋନା ଭୂତାଣୁରେ ଆକ୍ରାନ୍ତ ଥିବା ପ୍ରଥମ ରୋଗୀ କେରଳର ବୋଲି ଚିହ୍ନଟ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି। ହସ୍ପିଟାଲର ଆଇସୋଲେଶନ ଓ୍ବାର୍ଡରେ ତାଙ୍କର ଚିକିତ୍ସା ଚାଲିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ଆକ୍ରନ୍ତ ଜଣଙ୍କ ହେଉଛନ୍ତି ଛାତ୍ର। ସେ ଚାଇନାର ଉହାନ ସହରରେ ରହି ପାଠ ପଢୁଥିଲେ। ସୂଚନାଯୋଗ୍ୟ, କରୋନା ଭୂତାଣୁ ଏବେ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ଏବେସୁଦ୍ଧା ଏଥିରେ ୧୭୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଆକ୍ରାନ୍ତ ରହିଛନ୍ତି। ତେବେ କରୋନା ଭାଇରସରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ସର୍ବାଧିକ ଉହାନ ସହରରେ ବୋଲି ରିପୋର୍ଟରେ ଦର୍ଶାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri