କେରଳରେ ଫଶିଛନ୍ତି ୬୫ ଓଡ଼ିଆ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୨୭।୩-କେରଳ ରାଜ୍ୟ ତ୍ରିଶୁର ଜିଲା ପୁରୁନାଟୁକୁରା ଅଞ୍ଚଳର ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନରେ ବିଏଡ୍‌ କରୁଥିବା ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଯାଜପୁର, ଜଗତ୍‌ସିଂହପୁର ଜିଲାର ୬୫ଜଣ ଛାତ୍ରୀଛାତ୍ର ଫଶି ରହିଛନ୍ତି। ସେମାନେ ରହିଥିବା ମେସ୍‌ରେ ପିଇବା ପାଣି, ଖାଦ୍ୟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଅଭାବ ଦେଖାଦେଇଛି। ଦେଶବ୍ୟାପୀ ଲକ୍‌ଡାଉନ୍‌ ଯୋଗୁ ସେମାନେ ବାହାରକୁ ମଧ୍ୟ ବାହାରି ପାରୁନାହାନ୍ତି। ଶାରୀରିକ ସମସ୍ୟା ଅପେକ୍ଷା ସେମାନେ ମାନସିକ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ବୋଲି ଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଇମେଲ ଜରିଆରେ ଅବଗତ କରାଇଛନ୍ତି। ରାଜ୍ୟ ସରକାର ତଥା ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଫଶି ରହିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିବାକୁ ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?