କେରଳରେ ଫସିଥିବା ୪୦ ଜଣ ଭଦ୍ରକ ଫେରୁଛନ୍ତି

ଭଦ୍ରକ ଅଫିସ,୪ା୫: କେରଳରେ ଫସିଥିବା ୪୦ ଜଣ ସୋମବାର ସକାଳେ ସ୍ବତନ୍ତ୍ର ଟ୍ରେନ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଭଦ୍ରକ ଜିଲା ପ୍ରଶାସନ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଏମାନଙ୍କୁ ଭଦ୍ରକ ଆଣୁଥିବା ଜଣାପଡ଼ିଛି। ସମସ୍ତ କେରଳ ଫେରନ୍ତାଙ୍କର ଧାମନଗର ଛକ ଆଇଟିଆଇଠାରେ ସ୍କ୍ରିନିଂ କରାଯିବା ପରେ ପଞ୍ଚାୟତସ୍ତରୀୟ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବଢ଼ାଇଲା ଦୁର୍ଦ୍ଦଶା

ଭୁବନ, ୨୦।୮(ଡି.ଏନ.ଏ.): କରୋନା ସଙ୍କଟ ଭିତରେ ଚାଷୀକୂଳକୁ ଦାଉ ସାଜିଛି ବନ୍ୟା। ଆର୍ଥିକ ଅନଟନ ଭିତରେ ବଳଜୁଟାଇ କରିଥିବା ଚାଷକୁ ଧୋଇନେଇଛି ବଢ଼ି। ଜଳମଗ୍ନ ହୋଇପଡ଼ିଛି...

ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା: ମନ୍ତ୍ରୀ କହିଲେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବିଡିଓ ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତେବେ ଗୁରୁବାର...

ବିପର୍ଯ୍ୟସ୍ତ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ: ଝୁଡ଼ିରେ ବୁହା ହେଲେ ମହିଳା ରୋଗୀ

କେନ୍ଦୁଝର, ୩ା୭(ସ୍ବ.ପ୍ର.)-ଗମନାଗମନର ସୁବିଧା ପାଇଁ ସବୁ ଗ୍ରାମକୁ ସବୁ ଦିନିଆ ରାସ୍ତା ନିର୍ମାଣ ଏବଂ ଗ୍ରାମାଞ୍ଚଳ ରାସ୍ତା ଘାଟର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଅର୍ଥ...

ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ

ଛତ୍ରପୁର,୨୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି।...

ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା

ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ...

ବାଇକ ଡିକି ଭାଙ୍ଗି ୧ଲକ୍ଷ ଟଙ୍କା ନେଇଗଲେ

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ରାସ୍ତାର ଶିବନାରାୟପୁର ଛକ ନିକଟରେ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ...

ଛେଳି ଚୋରକୁ ଧରି ବହେ ଛେଚିଲେ ପରେ ଫାଣ୍ଡିରେ ଜିମା ଦେଲେ

ମୋରଡା,୧୧।୧୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ଦିନକୁ ଦିନ ଛେଳି ଚୋରି ବୃଦ୍ଧି ପାଉଥିବା ବେଳେ ମଙ୍ଗଳବାର ୨ ଜଣ ଚୋରଙ୍କୁ ଧରି ଗ୍ରାମବାସୀ...

ବର୍ଷା ନାହିଁ, ଜଳିଗଲାଣି ଧାନ ଗଛ

ପଦ୍ମପୁର, ୨୫।୭ (ଡି.ଏନ.ଏ): ଧାରା ଶ୍ରାବଣରେ ବର୍ଷାର ଦେଖାନାହିଁ । ନିଖୋଜ ହୋଇଯାଇଛି ମୌସୁମୀ । ଆକାଶରେ ମେଘ ଗର୍ଜୁଛି ହେଲେ ବରଷୁ ନାହିଁ ।...

Advertisement
Archives

Model This Week