Posted inଜାତୀୟ

କେରଳରେ ବନ୍ୟା,: ୧୪ ମୃତ, ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନସେବା ବନ୍ଦ

ଥିରୁଭାନନ୍ତପୁରମ୍‌, ୯।୮: କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବର୍ଷା ପାଣି ଘରେ ପଶିଯିବାର ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଏପର୍ଯ୍ୟନ୍ତ ବନ୍ୟା ଯୋଗୁ ୧୪ ଜଣଙ୍କ ଲୋକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ବିଭିନ୍ନ ଯାଗରେ ୬ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଶୁକ୍ରବାର ସକାଳୁ ୮ଜଣଙ୍କ ମୃତ ହୋଇଥିବା ସୂଚନା ମିଳିଛଇ। କୋଚି ବିମାନବନ୍ଦରରେ ପାଣି ପଶିଯିବା ଯୋଗୁ ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନ ସେବା ବନ୍ଦ ରଖାଯାଇଛି। ଏପର୍ଯ୍ୟନ୍ତ ୨୨,୧୬୫ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲକ୍‌ ୨.୦ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ,୨୯ା୬: ଅନ୍‌ଲକ୍‌ ୧.୦ ସମୟସୀମା ମଙ୍ଗଳବାର ଶେଷ ହେଉଥିବା ବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ (ଅନ୍‌ଲକ୍‌ ୨.୦) ପାଇଁ...

କରୋନାର ଦ୍ୱିତୀୟ ଲହରରେ କମୁଛି ସୁସ୍ଥତା ହାର: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୯।୪: ଦେଶରେ ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଉଛି। କରୋନା ସହ ଜଡିତ ଏକ ବୈଠକରେ ଦେଶର ସୁସ୍ଥତା ହାର ହ୍ରାସ ପାଇଥିବାବେଳେ ଟିକାକରଣର...

‘ଭର୍ଚୁଆଲରେ ହୋଇପାରିବ ବିବାହ ପଞ୍ଜୀକରଣ’

ନୂଆଦିଲ୍ଲୀ, ୧୨ା୯: ଭିଡିଓ କନଫରେନ୍ସ ମାଧ୍ୟମରେ ଭର୍ଚୁଆଲ ଉପସ୍ଥିତିରେ ମଧ୍ୟ ଦମ୍ପତିଙ୍କ ବିବାହ ପଞ୍ଜୀକରଣ ହୋଇପାରିବ। ଏଥିପାଇଁ ବ୍ୟକ୍ତିଗତ ଉପସ୍ଥିତି ନିମନ୍ତେ ଥିବା କଠୋର ଆଇନ...

ବନ୍ଧୁତ୍ୱ ଦିବସରେ ମୋଦିଙ୍କ ପାଇଁ ଏମିତି ପୋଷ୍ଟ କଲେ ରାହୁଲ

ନୂଆଦିଲ୍ଲୀ,୧।୮: ବନ୍ଧୁତ୍ୱ ଦିବସ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଅପ୍‌ଲୋଡ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓରେ...

ଭାରତରେ ୬ କୋଟି ଟପିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍‌ସି)...

ଜୁନ୍‌ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ …

ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ...

ଏଲ୍‌ଓସିରେ ସନ୍ଦିଗ୍ଧ ଉଡ଼ନ୍ତା ବସ୍ତୁ: ବିଏସ୍‌ଏଫ୍‌ ପକ୍ଷରୁ ଆଲର୍ଟ ଜାରି

ଶ୍ରୀନଗର,୨୨।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା କମିବାର ନା ଧରୁନି। ପାକିସ୍ତାନ ପକ୍ଷରୁ ଏଠାରେ ଜାଣିଶୁଣି ଅନୁପ୍ରବେଶ ଉଦ୍ୟମ କରାଯାଉଛି। ରବିବାର ସକାଳେ...

ପୋଲିସ-ଓକିଲ ଗଣ୍ଡଗୋଳ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩।୧୧: ଦିଲ୍ଲୀର ତିଶ ହଜାରୀ କୋର୍ଟ ପରିସରରେ ପୋଲିସ-ଓକିଲ ଗଣ୍ଡଗୋଳ ଏବଂ ପୋଡାଜଳା ଘଟଣାରେ ରବିବାର ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟ ଦିଲ୍ଲୀ ପୋଲିସ...

Advertisement


Archives

Model This Week