Posted inଜାତୀୟ

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୮।୬: ସବୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ କେରଳ ଛୁଇଁଛି ମୌସୁମୀ। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଜାତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲାକ୍ଷଦ୍ୱୀପ, ତାମିଲନାଡୁ ଓ କେରଳର ଅନ୍ୟ ଭାଗରେ ପହଞ୍ଚିବ। ବେଶ୍‌ କିଛିଦିନ ଧରି ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଥିବା ସାରା ଦେଶ ମୌସୁମୀ ଆସିବା ପରେ ସାମାନ୍ୟ ଆଶ୍ୱସ୍ତି ଲାଭ କରିବ ବୋଲି କୁହାଯାଉଛି। ତେବେ ଚଳିତ ବର୍ଷର ମୌସୁମୀ ବର୍ଷା ସ୍ବାଭାବିକ ରହିବ ବୋଲି ପୂର୍ବରୁ ଆଇଏମ୍‌ଡି ସୂଚନା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri