କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ ୬ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଉକ୍ତ ଅଞ୍ଚଳରେ ଶେରଗଡ ଓ ଆସିକା ବ୍ଲକର ୩୦୦ରୁ ଊର୍ଦ୍ଧ୍ୱ ଲୋକେ ଦାଦନ ଶ୍ରମିକ ଭାବେ କାମ କରୁଛନ୍ତି। ୨ ଦିନ ହେଲା ଭୋକ ଉପାସରେ ଅଛନ୍ତି ବୋଲି ମଙ୍ଗୁଆ ଅଞ୍ଚଳରେ ଫସି ରହିଥିବା ଦଶାମୁଣ୍ଡଳୀ ଗ୍ରାମରେ ଡାକ ସେଠି ଫୋନ ଯୋଗେ ଜଣାଇଛନ୍ତି। ସେଠାରେ ସ୍ଥାନୀୟ ପ୍ରଶାସନ ପହଞ୍ଚତ୍ ନ ଥିବା ସେମାନେ କହିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri