କେରଳ ବନ୍ୟାରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୧୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର, ରାଧାଦେଇପୁର, ସାତପେଣ୍ଠ ଗୋପାଳପୁର, ପ୍ରତାପଗିରି ଦଳିତ ସାହି ଗ୍ରାମର ବହୁ ବ୍ୟକ୍ତି କେରଳର ଆନ୍ନାକୁଲମ ଓ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଅଗଷ୍ଟ ୩ରୁ ପ୍ରବଳ ବର୍ଷା ପରେ କେରଳରେ ବନ୍ୟା ହୋଇଛି। ଅଞ୍ଚଳର ତାରିଣୀ ନାଇକ, ଡାକ ନାଇକ, ପୀତବାସ ନାଇକ, ଅଳୟ ନାୟକ, ବହାନ ନାଇକ, ବଚନ ନାଇକ, ଗଗନ ନାଇକ, ରଞ୍ଜନ ନାଇକ ପ୍ରମୁଖ ଶତାଧିକ ଲୋକ ସେଠାରେ ରହି କାମ କରୁଥିଲେ। ୨ ଦିନ ହେଲା ଭୋକ ଉପାସରେ ଅଛନ୍ତିି ବୋଲି ଆନ୍ନାକୁଲମ ଅଞ୍ଚଳରେ ଫସି ରହିଥିବା ପ୍ରତାପଗିରି ଗ୍ରାମର ଡାକ ନାଇକ ଜଣାଇଛନ୍ତିି। ସେଠାରେ ସ୍ଥାନୀୟ ପ୍ରଶାସନ ପହଞ୍ଚତ୍ନଥିବା ସେମାନେ କହିଛନ୍ତିି। ଗଞ୍ଜାମ ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଫସି ରହିଥିବା ଶ୍ରମିକଙ୍କ ପରିବାର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri