କେରଳ, ସୁରଟରୁ ଫେରିଲେ ମୋହନାର ୧୨ପ୍ରବାସୀ

ଆର.ଉଦୟଗିରି,୯।୫(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକକୁ କେରଳ ଓ ସୁରତରୁ ୧୨ଜଣ ପ୍ରବାସୀ ଓଡ଼ିଆ ଆସିଥବା ଜଣାପଡିଛି। ଶୁକ୍ରବାର ଅପରାହ୍ନରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେସନରେ ୧୨ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେଥିମଧ୍ୟରୁ ୧୧ଜଣ କେରଳରୁ ଫେରିଥିବା ବେଳେ ଜଣେ ସୁରଟ ଫେରନ୍ତା ରହିଛନ୍ତି। ଏହାପରେ ଜିଲା ପ୍ରଶାସନର ପୂର୍ବ ପ୍ରସ୍ତୁତି ଅନୁଯାୟୀ ୩ଟି ଗାଡ଼ିରେ ସେମାନଙ୍କୁ ମୋହନା ବ୍ଲକର ଲୁହାଗୁଡି ଆଦିବାସୀ ହାଇସ୍କୁଲର କ୍ବାରାଣ୍ଟାଇନ୍‌ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ସେମାନଙ୍କର ଡାକ୍ତରୀ ପରୀକ୍ଷା କରାଯାଇଛି। ତେବେ ୧୨ ଜଣଙ୍କ ମଧ୍ୟରୁ ୮ଜଣ ମୋହନା ବ୍ଲକର ଥିବାବେଳେ ଓ ୪ଜଣ ନୁଆଗଡ ବ୍ଲକର ବୋଲି ସୂଚନା ରହିିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ

ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ...

ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ

ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ...

ଦାଣ୍ଡରେ ରୋଷେଇ କଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ଓ ନିଜ ହକ୍‌ ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଦାଶଙ୍କ ଧାରଣା ଜାରି ରହିଛି। ତପସ୍ବିନୀ...

ଅପହରଣ, ବଳାତ୍କାର ଅଭିଯୋଗ: ୩ ଗିରଫ

ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା...

ବିଦ୍ୟାଳୟ ବନ୍ଦ ନ କରିବା ପାଇଁ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଭିଭାବକଙ୍କ ଧାରଣା

ବରଗଡ଼ ଅଫିସ,୯ା୧୧: ଛାତ୍ରୀଛାତ୍ର କମ୍‌ ଥିବା ଦର୍ଶାଇ ସରକାର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି କ୍ରମରେ ବରଗଡ଼ ଜିଲାର...

ବାଲେଶ୍ୱରରେ ଗ୍ରୋସରୀ ଦୋକାନୀଙ୍କ ଅଭିନବ ପଦକ୍ଷେପ: ଲଗାଇଲେ ‘ମାସ୍କ ନାହିଁ ତ ଜିନିଷ ନାହିଁ’ ପୋଷ୍ଟର

ବାଲେଶ୍ବର ଅଫିସ, ୧୮।୪-ରାଜ୍ୟରେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କରୋନାଠାରୁ ସୁରକ୍ଷା ଲାଗି ବିଭିନ୍ନ ଉପାୟରେ ଲୋକଙ୍କୁ ସଚେତନ...

ଭୁବନେଶ୍ୱରରୁ ୧୦୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୪(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୮୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ...

ମରୁଡ଼ି କବଳରେ କେନ୍ଦ୍ରାପଡ଼ାର ଧାନଚାଷ

କେନ୍ଦ୍ରାପଡ଼ା ଅଫିସ,୬।୮: ବାତ୍ୟା ୟାସ୍‌ ବ୍ୟତୀତ ଫେବୃୟାରୀଠାରୁ କେନ୍ଦ୍ରାପଡ଼ା ଜିଲାରେ ସ୍ବାଭାବିକ ବର୍ଷା ହୋଇନାହିଁ। ମୌସୁମୀ ପ୍ରବେଶକୁ ଇତିମଧ୍ୟରେ ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ବର୍ଷା...

Advertisement
Archives

Model This Week