କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍‌ ସଞ୍ଜିତ ଜର୍ମାନ ସେଫର୍ଡ ଡଗ୍‌ ସ୍ପେଶାଲିଟି ଜଜ୍‌ ଭାବେ ପରିଚିତ। ସେ ଜର୍ମାନ ସେଫର୍ଡ ଡଗ୍‌ କନ୍‌ଫେଡେରେଶନ(ଇଣ୍ଡିଆ)ର ସଭାପତି ଅଛନ୍ତି। ପୂର୍ବରୁ କେସିଆଇର କେବଳ ଜର୍ମାନ ସେଫର୍ଡ ଜଜ୍‌ ଥିଲେ। କିନ୍ତୁ ବର୍ତ୍ତମାନ ତାଙ୍କୁ ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଚୟନ କରାଯାଇଛି। ଭାରତ ଛଡ଼ା ବିଭିନ୍ନ ଜାଗାରେ ଜର୍ମାନ ସେଫର୍ଡ ଜଜ୍‌ ଭାବେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ସେ ଟରଣ୍ଟୋରେ ରହୁଛନ୍ତି। ସଞ୍ଜିତ ଓଡ଼ିଶା କେନେଲ କ୍ଲବ(ଓକେସି)ର ମଧ୍ୟ ୧୫ରୁ ଊର୍ଦ୍ଧ୍ୱ ବର୍ଷ ହେବ ସଦସ୍ୟ ରହିଛନ୍ତି। କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଚୟନ ହେବା ପରେ ଓକେସି ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…

ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ...

ବଙ୍ଗରୁ ଓଡ଼ିଶା ଆସିବ ନିବେଶ

ଭୁବନେଶ୍ୱର,୧୭ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ଦୁଇଦିନିଆ ନିବେଶକ ସମ୍ମିଳନୀରୁ ଶନିବାର ବିପୁଳ ପରିମାଣର ନିବେଶ ଓଡ଼ିଶା ଆସିବା ସମ୍ଭାବନା ରହିଛି...

ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷାଫଳ

କଟକ,୧୭।୧(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ...

ପଶ୍ଚିମା ଝଡ଼ ପ୍ରଭାବ: ଦୁଇଦିନ ପରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୧୭ା୧(ବନ୍ଦନା ସେଠୀ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ...

ବିଜେଡି ନେତା, ଠିକାଦାର, ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ: ଆଲମିରା ଭର୍ତ୍ତି ଟଙ୍କା ଦେଖି ଇଡି ତାଜୁବ

ବ୍ରହ୍ମପୁର,(ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର,୧୭ା୧(ସତ୍ୟଜିତ ରାଉତ): ଗଞ୍ଜାମ ଜିଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ...

ଏଥର ୨୪ ମାସର ପ୍ରସ୍ତୁତି: ଆଜି ପ୍ରାକ୍‌ ବଜେଟ ଆଲୋଚନା

ଭୁବନେଶ୍ୱର,୧୭ା୧ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ଶନିବାରଠାରୁ ପ୍ରାକ୍‌ ବଜେଟ ଆଲୋଚନା ଆରମ୍ଭ ହେବ। ଦୁଇଦିନ ଧରି ହେବାକୁଥିବା ଏହି...

ବିଜେଡି ୨ ବିଧାୟକ ବିଦା ହେବା ପଛର ଭିତିରି କଥା: ଜାଣନ୍ତୁ କ’ଣ ଘଟିଲା

ଭୁବନେଶ୍ୱର,୧୭ା୧(ସୁନିତ୍‌ ମିଶ୍ର):ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ...

ବ୍ଲକ୍‌ ନଗର ସଭାପତି ବାଛିଲା ବିଜେଡି

ଭୁବନେଶ୍ୱର,୧୭ା୧(ସୁନିତ୍‌ ମିଶ୍ର): ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶୁକ୍ରବାର ୧୫ଟି ସାଙ୍ଗଠନିକ ଜିଲାର ନଗର ଏବଂ ଏହା ଅନ୍ତର୍ଗତ ବିଭିନ୍ନ ବ୍ଲକ୍‌ ସଭାପତିଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri