Posted inଜାତୀୟ

କେସିଆର୍‌ କ୍ୟାବିନେଟରେ ପୁଅ, ପୁତୁରା

ହାଇଦ୍ରାବାଦ,୯ା୯(ଆଇଏଏନ୍‌ଏସ୍‌): ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ରବିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ନୂଆ ମନ୍ତ୍ରୀ ହୋଇଥିବା ୬ ଜଣଙ୍କ ମଧ୍ୟରେ କେସିଆର୍‌ଙ୍କ ପୁଅ କେ.ଟି. ରାମା ରାଓ ଏବଂ ପୁତୁରା ଟି. ହରିଶ ରାଓ ଅଛନ୍ତି। ନୂତନ ରାଜ୍ୟପାଳ ଭାବେ ତମିଲିସାଇ ସୌନ୍ଦରରାଜନ ଶପଥ ଗ୍ରହଣ କରିବାର କିଛି ସମୟ ପରେ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଅନ୍ୟ ଯେଉଁମାନେ ଶପଥ ନେଇଛନ୍ତି ସେମାନେ ହେଲେ ପି. ସବିତା ଇନ୍ଦ୍ର ରେଡ୍ଡୀ, ଗଙ୍ଗୁଲା କମଳାକର, ପୁଭଦା ଅଜୟ କୁମାର ଏବଂ ସତ୍ୟବତୀ ରାଠୋଡ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

TMC ଛାଡିବେ ରଚନା ବାନାର୍ଜୀ! ଦିଦିଙ୍କୁ ବଡ଼ ଝଟ୍‌କା

କୋଲକାତା,୧୨।୬: ଟିଏମସିରେ ଆରମ୍ଭ ହୋଇଥିବା ବିଭାଜନ ଏବେ ବିସ୍ଫୋରକ ରୂପ ନେଇଛି। ଦଳର ୨୦ ଜଣ ଏମ୍ପି ବିଦ୍ରୋହ ଘୋଷଣା କରିଥିବା କୁହାଯାଉଥିଲେ ହେଁ ଏବେ ଗୋଟିଏ…

ଗଞ୍ଜାମ ସହରରେ ପ୍ରବଳ ବର୍ଷା: ଗୁଳୁଗୁଳିରୁ ଅସ୍ବସ୍ତି

ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଶୁକ୍ରବାର ସନ୍ଧ୍ୟାରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ଅସ୍ବସ୍ତି ମିଳିଛି। ଅନ୍ୟପଟେ ଏହି ବର୍ଷା…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri