କେସିଙ୍ଗାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କେସିଙ୍ଗା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବିଦ୍ୟାପୀଠ ଖେଳପଡ଼ିଆ ପରିସରରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଉପଜିଲାପାଳ ସୁଶାନ୍ତ ସିଂ ଯୋଗଦେଇ ସହରର ବିକାଶ, ପାନୀୟଜଳ, ରାସ୍ତାଘାଟ, ଡ୍ରେନ୍‌, ବିଜୁଳି ସମସ୍ୟା ସମାଧାନ କରାଯାଇ ଉନ୍ନତିମୂଳକ କାର୍ଯ୍ୟ କରାଯିବ ବୋଲି କହିଛନ୍ତି। ଏଥିରେ ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ରଙ୍କ ସମେତ ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ପ୍ରମୁଖ ଯୋଗ ଦେଇଥିଲେ। କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ବଣ୍ଟନ କରାଯିବା ସହ ସେମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୪ ସ୍ଥାନରେ ଚାଲିଛି ତନାଘନା

ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜର ସୁରେଶ ଚନ୍ଦ୍ର ମିର୍ଞ୍ଚାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ...

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର...

କଣ୍ଟେନର ଅଟକାଇ ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଚମ୍ପୁଆ, ୧୮।୫(ଡି.ଏନ.ଏ.)-ଚମ୍ପୁଆ ସୀମାନ୍ତ ଦେଇ ଗତ ରବିବାର ରାତିରେ ଯାଉଥିବା ଏକ କଣ୍ଟେନରକୁ ଚମ୍ପୁଆ ପୋଲିସ ଅଟକାଇବା ସହିତ ସେଥିରେ ଥିବା ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ...

ନାବାଳିକାଙ୍କୁ ଗର୍ଭବତୀ କରିବା ମାମଲା: ୨୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୨୨।୧୨- ଅନୁଗୋଳ ଜିଲା ବଅଁରପାଳ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଗର୍ଭବତୀ କରିବା ମାମଲାର ବିଚାର କରି ଶନିବାର ଅତିରିକ୍ତ ଜିଲା ଓ...

ଲକ୍‌ଡାଉନ ଏନ୍‌ଫୋର୍ସମେଣ୍ଟ କଡାକଡ଼ି: ଆଦାୟ ହେଲାଣି ୧୮ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବଡିଭିଜନ ଅଧୀନରେ ୮ ଟି ବ୍ଲକ ଓ ୯ ଟି ସହର ରହିଛି। କୋଭିଡ ସମୟରେ ଜାରି ହୋଇଥିବା ଲକ୍‌ଡାଉନ...

କଟକ ମହାନଗର ନିଗମର ଦାୟିତ୍ୱହୀନତା: ରାସ୍ତାରେ ପଡୁଛି ବ୍ୟବହୃତ ପିପିଇ କିଟ୍‌

କଟକ ଅଫିସ,୨୩।୮: କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ କିଟ୍‌) ବ୍ୟବହାର ହେଉଛି ସତ; କିନ୍ତୁ ଏହାପରେ ତାକୁ ରାସ୍ତା ଉପରେ...

ଚର୍ଚ୍ଚରେ ପ୍ରାର୍ଥନା ଚାଲିଥିବା ବେଳେ ପହଞ୍ଚିଲା ପୋଲିସ

କଟକ ଅଫିସ,୨୫।୧୨: ଆଜି ବଡ଼ ଦିନ। ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରିଥାନ୍ତି। ତେବେ ଗତବର୍ଷ ଭଳି ଏବର୍ଷ କରୋନା ସଂକ୍ରମଣକୁ...

୩ ବର୍ଷ ହେଲା ଶେଯରେ ଶମ୍ଭୁ

ପାଲଲହଡ଼ା, ୧ା୨(ଡି.ଏନ.ଏ.) – ବଢ଼ୁଛି ରୋଗ ଯନ୍ତ୍ରଣା। ଯୁବାବସ୍ଥାରେ ବି ଉଠିବାକୁ ଦେହରେ ବଳ ନାହିଁ। ଶରୀରସାରା ଚର୍ମ ଫାଟିବା ସହ ଘା ହୋଇଗଲାଣି। ଗୋଡ...

Advertisement
Archives

Model This Week