କେସିଙ୍ଗା ବ୍ଲକରେ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଆରମ୍ଭ

କେସିଙ୍ଗା,୧୯।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ବିଭିନ୍ନ କ୍ରଷ୍ଟରେ ନିୟୋଜିତ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସରରେ ଶୁକ୍ରବାର ଆରମ୍ଭ ହୋଇଯାଇଛି । ଏହା ୨୩ ତାରିଖ ୫ ଦିନ ଯାଏ ଜାରି ରହିବ । ପ୍ରଥମ ଦିବସରେ ଯାଞ୍ଚ କମିଟି ଦ୍ୱାରା କେସିଙ୍ଗା ବ୍ଲକର ଫଟକାମାଲ, ହାତୀଖୋଜ, ରେଙ୍ଗାଲି ଓ କନ୍ତେଶିର କ୍ଲଷ୍ଟରର ୪୧ଜଣ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ସାର୍ଟିଫିକେଟ ଯାଞ୍ଚ କରାଯାଇଥିଲା। ପ୍ରତ୍ୟେକ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କଠାରେ ଭେରିଫିକେସନ୍‌ ପାଇଁ ଜେରକ୍ସ କପି ସଂଗ୍ରହ କରାଯାଇଥିଲା । ଏହି ଯାଞ୍ଚ କମିଟିରେ ୩ ଜଣ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯଥା ବିଜୟ କୁମାର ସିଂହ, ସୀମାଞ୍ଚଳ ବୁଦ୍ଧିଆ, ରାଘବ ମାଝିଙ୍କ ସମେତ ବଡବାବୁ ଶିଶିର ଦାଶ, ଜୁନିୟର କ୍ଲାର୍କ ମନୋଜ କୁମାର ପାଣିଗ୍ରାହୀ, ସିଆରସି ସୁରେନ୍ଦ୍ର କୁମାର ଦୋରାଙ୍କ ଦ୍ୱାରା ଜାଲ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଚାଲିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ

ନାକଟିଦେଉଳ,୨୩ା୧(ଡି.ଏନ୍‌.ଏ.)- ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଣେ ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଛନ୍ତି। ସେ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ପାଣିମୁରା ପଞ୍ଚାୟତ...

ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ବୁଲିଲେ ଯୁବକ

ଜମନକିରା,୨୫ା୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା କସଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଆଠ ବର୍ଷର ଶିଶୁକନ୍ୟାାର ଗଳା କାଟି ହତ୍ୟା...

ଜିଲାପାଳଙ୍କ ବିନା ଅନୁମୋଦନରେ ୬ କନିଷ୍ଠ କିରାଣିଙ୍କୁ ଡେପୁଟେଶନ୍‌ରେ ଡିଇଓ ଅଫିସରେ ନିୟୋଜିତ: ଅନିୟମିତତା ସମ୍ପର୍କରେ ଭିଜିଲାନ୍ସ ତଦନ୍ତ ଦାବି

ଭବାନୀପାଟଣା,୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ମଞ୍ଜୁରୀପ୍ରାପ୍ତ ୩ କନିଷ୍ଠ କିରାଣି ଓ ୩ ବରିଷ୍ଠ କିରାଣି ପଦବୀ ରହିଛି । ଏହି ପଦବୀରେ...

ଚିକିତ୍ସା ଲାଗି ଟଁକା ବାଧକ୍‌: ଗୁରୁତର ହେଉଛେ ସ୍ବାଧୀନର ଅବସ୍‌ତା

ବିନିକା,୧୫ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ମହଦା ଗଁାର ଶ୍ରୀରାମ ନଗର ପଡ଼ାର ଉତ୍ତମ ବିଶ୍ୱାଳକଁର ପୁଓ ସ୍ବାଧୀନ ବିଶ୍ୱାଳ(୪)। ସେ ଜନମ ବେଲେ...

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ପାଟଣାଗଡ଼ ବିଧାୟକଙ୍କ ପାଇଁ ଅଡୁଆ ବଢ଼ିଲା

ବଲାଙ୍ଗିର ଅଫିସ/ଭୁବନେଶ୍ୱର, ୮ା୬(ବ୍ୟୁରୋ): ନିମ୍ନମାନର ରାସ୍ତା କାମ ପାଇଁ ପାଟଣାଗଡର ନବନିର୍ବାଚିତ ବିଧାୟକ ସରୋଜ ମେହେର ଗତ ୫ତାରିଖରେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମୁଖରେ...

ତଳଗାଁ ଛାତ୍ରୀ ନିବାସରେ ଗୁଣିଗାରେଡି ଭୟ: ହଷ୍ଟେଲ ଛାଡିଲେ ୨୫ ଛାତ୍ରୀ

ତଳଗାଁ, ୧୯।୭(ଡି.ଏନ.ଏ)-ଗୁଣିଗାରେଡି ଭୟରେ ବୌଦ୍ଧ ଜିଲା ଆଦିବାସୀ ଅଧ୍ୟୁଷିତ ହରଭଙ୍ଗା ବ୍ଲକର ତଳଗାଁ ଛାତ୍ରୀ ନିବାସରେ ବୁଧବାର ରାତି ଓ ଗୁରୁବାର ସକାଳେ ୨୫ ଜଣ...

ହୀରାକୁଦ ଡ୍ୟାମର ୧୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ

ସମ୍ବଲପୁର,୨୮ା୬(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ୧୫ଟି ଗେଟ୍‌ ଦେଇ ରବିବାର ଜଳ ନିଷ୍କାସିତ ହେଉଛି । ବାମପାର୍ଶ୍ୱର ୧୦ ଓ ଡାହାଣପାର୍ଶ୍ୱର ୫ ସ୍ଲୁାଇସ୍‌ ଗେଟ୍‌...

କେନାଲ କାମରେ ଅନିୟମିତତା: ବିରୋଧ କରି କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ଜମନକିରା,୩।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ (ଏମ୍‌ଆଇପି) ପକ୍ଷରୁ ଜମନକିରା ବ୍ଲକ୍‌ ସଦର ମହକୁମାର ମୁଖ୍ୟ କେନାଲ କାମକୁ...

Advertisement
Archives

Model This Week