କେସିଙ୍ଗା ରେଳ ଫାଟକ ଅଣ୍ଡର ବ୍ରିଜ ନିର୍ମାଣ ଦାବି: ୩ୟ ଦିନରେ ଧାରଣା

କେସିଙ୍ଗା,୨୪।୧: କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ ଦାବିକୁ ନେଇ ଚାଲୁଥିବା ଗଣଧାରଣା ଶୁକ୍ରବାର ୩ୟ ଦିନରେ ପହଞ୍ଚିଛି। ଶୁକ୍ରବାର କେସିଙ୍ଗା ବ୍ଲକର ବିଭିନ୍ନ ପଞ୍ଚାୟତ ଲୋକେ ଏହି ଗଣଧାରଣାରେ ସାମିଲ ହୋଇଛନ୍ତି। ଜିଲାର ବିଭିନ୍ନ ଦଳର ରାଜନେତାମାନେ ଏହାକୁ ସମର୍ଥନ କରୁଥିବା ଜଣାପଡ଼ିଛି। ଏଥିରେ ସୁରେଶ ରାଓ,ପୂର୍ବତନ ଏନ୍‌ଏସି ଚେୟାରମ୍ୟାନ ରାମଜି ମାଡଖଣ୍ଡିଆ, ସୁରେଶ ମହାନନ୍ଦ, ପୂର୍ବତନ କାଉନସିଲର ମହେନ୍ଦ୍ର ନାଏକ ପ୍ରମୁଖ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ, ଗୁରୁବାର କେସିଙ୍ଗା ରେଳ କ୍ରିୟାନୁଷ୍ଠାନ କମିଟିର ସଭାପତି ଦେବେନ୍ଦ୍ର ଭୁଜବଙ୍କ ନେତୃତ୍ୱରେ କଳାହାଣ୍ଡି ଜିଲାପାଲଙ୍କୁ ନିକଟରେ ଉକ୍ତ କମିଟିର ସଦସ୍ୟ ସାକ୍ଷାତ କରି ଏକ ଦାବିପତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲା ସ୍ଥାନରେ ପୋଡ଼ାଯାଉଛି ବର୍ଜ୍ୟବସ୍ତୁ

ଯାଜପୁର ଅଫିସ,୧୬ା୧: କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ଦ୍ୱାରା ରାଜ୍ୟରେ ଡାକ୍ତରୀ ଜୈବ ଆବର୍ଜନା(ବାୟୋ ମେଡିକାଲ ୱେଷ୍ଟ) ପରିଚାଳନାର ଉନ୍ନତି ନିମନ୍ତେ ବିଭିନ୍ନ ପଦକ୍ଷେପ...

ପଣା ସଂକ୍ରାନ୍ତି-ରମ୍‌ଜାନ ପାଇଁ ଗାଇଡ୍‌ଲାଇନ୍‌; ଏସବୁ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍‌କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍‌ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନୂଆ ଗାଇଡଲାଇନ୍‌ ଜାରି...

ଢିଙ୍କିଆ ଗାଁ ମୁଣ୍ଡରୁ ଫେରିଲେ ମେଧା ପାଟେକର

କୁଜଙ୍ଗ,୭ା୬ (ଡି.ଏନ୍‌.ଏ.):ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳର ଢିଙ୍କିଆ ଗ୍ରାମକୁ ସୋମବାର ନର୍ମଦା ବଞ୍ଚାଅ ଆନ୍ଦୋଳନର ନେତ୍ରୀ ମେଧା ପାଟେକର...

ହୋମ୍ କ୍ବାରାଣ୍ଟାଇନ୍ ଉଲଙ୍ଘନ ଅଭିଯୋଗ

ବିଜେପୁର, ୪।୪(ଡି.ଏନ.ଏ.) କରୋନା କଟକଣା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି। କଟକ, ଭୁବନେଶ୍ୱରରେ ଗତକାଲିରୁ ଦୁଇ ଦିନ ପାଇଁ ସମ୍ପୂର୍ଣ୍ଣ ଲକଡାଉନ୍ ରହିଛି। ଏହି...

ସ୍ବାଭାବିକ ହେଲା କୋଇଲା ପରିବହନ

ତାଳଚେର,୩୦।୮ (ମନୋଜ ନନ୍ଦ): କୋଇଲା ଟ୍ରକ୍‌ ପରିବହନକୁ ନେଇ ତାଳଚେର -ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମଙ୍ଗଳବାର ଏ ନେଇ ଆଲୋଚନା ପରେ...

ପୁରୁଣାକୁ ଅଣଦେଖା

ଚଳିତ ରେଳ ବଜେଟରେ ସମ୍ବଲପୁର ଜିଲାକୁ ମିଳିଥିବା ଅନୁଦାନ ଆଶାନୁରୂପକ ନୁହେଁ। ଦାବି ଓ ଆବଶ୍ୟକତାଠାରୁ କମ୍‌ ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି...

ଗାଧୋଇବାକୁ ଯାଇ ଖରସ୍ରୋତାରେ ବୁଡ଼ିଗଲେ ୨ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

ରସୁଲପୁର,୨୫।୩(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ବେରୁଦା ପଞ୍ଚାୟତର ଚିନ୍ତାପଲୀ ଗାଁ ନିକଟରେ ଖରସ୍ରୋତା ନଦୀରେ ଗୁରୁବାର ଅଘଟଣ ଘଟିଛି। ନଦୀକୁ ଗାଧୋଇ ଯାଇଥିବା ୨...

ସାଧୁତା, ସଚ୍ଚୋଟତାର ସହ ଦାୟିତ୍ୱ ପାଳନ କର: ଡିଜିପି

କଟକ ଅଫିସ,୮ା୧୧:ଜନସାଧାରଣଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ପ୍ରଦାନ କରିବା ପୋଲିସର ପ୍ରାଥମିକ କର୍ତ୍ତବ୍ୟ। ନିଜର କର୍ତ୍ତବ୍ୟ ଏବଂ ଦାୟିତ୍ୱକୁ ସାଧୁତା ଓ ସଚ୍ଚୋଟତାର ସହ...

Advertisement
Archives

Model This Week