Posted inରାଜ୍ୟ

୨୮ ଦିନ କ୍ୱାରାଣ୍ଟାଇନ୍‌ ପାଇଁ ଯଦି କେହି ପ୍ରସ୍ତୁତ ନୁହନ୍ତି, ଓଡ଼ିଶା ଆସନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ୱର,୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶା ଭଲ ପରିସ୍ଥିତିରେ ରହିଛି। ଏହାର ଶ୍ରେୟ ଜନସାଧାରଣଙ୍କର। ରାଜ୍ୟକୁ ଫେରୁଥିବା ବ୍ୟକ୍ତିମାନେ ଏହାକୁ ଦୃଷ୍ଟିରେ ରଖି ନିଜକୁ ଶୃଙ୍ଖଳିତ ରଖିବା ଆବଶ୍ୟକ। ସେମାନେ ୨୮ ଦିନ ସଂଗରୋଧକୁ ସମ୍ପୂର୍ଣ୍ଣ ପାଳନ କରିବା ଉଚିତ୍‌। ଯଦି କେହି ଏଥିପାଇଁ ପ୍ରସ୍ତୁତ ନୁହନ୍ତି ତେବେ ସେ ଓଡ଼ିଶା ଫେରିବାର ଆବଶ୍ୟକତା ନାହିଁ। ସଂଗରୋଧରେ ରହୁଥିବା ବ୍ୟକ୍ତିଙ୍କର ଯେକୌଣସି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁପରିଚାଳନାରେ ସମାନଭାବେ ଭାଗ ନେବାକୁ ପଡ଼ିବ। ଏହାକୁ ଏନ୍‌ଏସ୍‌ଏସ୍‌ କ୍ୟାମ୍ପ ବୋଲି ଭାବିବାକୁ ପଡ଼ିବ। ନିଜକୁ ଜଣେ ଯତ୍ନବାନ ନାଗରିକ ଭାବେ ନିଜର, ପରିବାରର ତଥା ସମାଜର ମଙ୍ଗଳକୁ ଦୃଷ୍ଟିରେ ରଖି ସମସ୍ତ କଟକଣା ମାନିବାକୁ ପଡ଼ିବ। ତେବେ ଆଗକୁ ପଜିଟିଭ୍‌ ଚିହ୍ନଟର ସଂଖ୍ୟା ବଢ଼ିବ।  ଏଥିରେ ବିଚଳିତ ନ ହୋଇ ଅଧିକ ପଜିଟିଭ୍‌ ବ୍ୟକ୍ତିଙ୍କୁ ଶୀଘ୍ର ଚିହ୍ନଟ କରିବାକୁ ପଡ଼ିବ। ଏହାଦ୍ୱାରା ସଂକ୍ରମଣ କମାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri