କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ

ତାଳଚେର,୨୫।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ୩ ଦିନ ଲାଗି ଖଣିବନ୍ଦ ଆନ୍ଦୋଳନ ଜାରି ରହିଥିଲା। ଏ ନେଇ କୋଲ୍‌ ଫିଲ୍ଡସ୍‌ରେ ଥିବା କୋଇଲା ଖଣିରୁ କୋଇଲା ପରିବହନ ଉତ୍ତୋଳନ ବନ୍ଦ ରହିଥିବା ବେଳେ ବୁଧବାର ପୋଲିସ ୬୬ ଜଣ ଆନ୍ଦୋଳନକାରୀଙ୍କୁ ବେଡା ମଙ୍ଗଳମ କ୍ଲବରେ ଅଟକ ରଖିଛି। ପରେ ଖଣି କାର୍ଯ୍ୟ ସ୍ବାଭାବିକ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚକ ନିର୍ମାଣ ଶେଷ, ଚାଲିଛି ଦଣ୍ଡା କାମ

ପୁରୀ ଅଫିସ,୨୫ା୫: ଏଥର ଅନୁକୂଳର ୧୨ଦିନ ବିଳମ୍ବରେ ରଥ ନିର୍ମାଣ କାମ ଆରମ୍ଭ ହୋଇଛି। ତଥାପି ଠିକଣା ସମୟକୁ ମହାପ୍ରଭୁଙ୍କ ତିନିରଥ ପ୍ରସ୍ତୁତ କରିବା ପାଇଁ...

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ...

ଖବରକାଗଜ ବିତରକ ଉଡାଇଲେ ତ୍ରିରଙ୍ଗା

ବରଗଡ଼ ଅଫିସ,୧୫।୮: ବରଗଡ଼ ଜିଲା ଖବରକାଗଜ ବିତରକ ସଂଘ ପକ୍ଷରୁ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଗାନ୍ଧୀଛକସ୍ଥିତ ନବରତ୍ନ ମିଡିଆ ସମ୍ମୁଖରେ...

ଅଜ୍ଞାତବାସରେ ସମିତି ସଭ୍ୟ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ସରିଲା ନିର୍ବାଚନ ପ୍ରକାଶ ପାଇଲା ଫଳାଫଳ। ବର୍ତମାନ ଅଧକ୍ଷ ପଦ ପାଇଁ ଘୋଡ଼ା ବେପାର ଆରମ୍ଭ ହୋଇଛି। ନବନିର୍ବାଚିତ ପଞ୍ଚାୟତ ସମିତି ସଭ୍ୟମାନେ ବର୍ତ୍ତମାନ...

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ମନ୍ତ୍ରୀ

ବଲାଙ୍ଗୀର ଅଫିସ,୧୫ା୩: ପୌରାଞ୍ଚଳ ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛି। ମଙ୍ଗଳବାର ବଲାଙ୍ଗୀର ସହରରେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ବିଜୁ ଜନତା ଦଳର...

ମୋରଡ଼ା-ବାଘଡ଼ା ରାସ୍ତାରୁ ମିଳିଲା ହାତୀ ଦାନ୍ତ

ଚିତ୍ରଡ଼ା,୨୯ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା-ବାଘଡ଼ା ରାସ୍ତାରୁ ରବିବାର ବନବିଭାଗ ଦୁଇଟି ଭଙ୍ଗା ହାତୀ ଦାନ୍ତ ଉଦ୍ଧାର କରିଛି। ଶୁକ୍ରବାର ରାତିରେ ୪୩...

ଛାତ୍ରୀଛାତ୍ରଙ୍କ ମନରେ ଉତ୍କଣ୍ଠା

ଆରଡ଼ି, ୨୯ ।୪ (ଡି.ଏନ.ଏ.) ଶୁକ୍ରବାରଠାରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏଥର ନିଜ ବିଦ୍ୟାଳୟ କିମ୍ବା ପାଖ ସ୍କୁଲରେ ଛାତ୍ରୀଛାତ୍ର ପରୀକ୍ଷା ଦେବେ। କରୋନାରେ...

ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।...

Advertisement
Archives

Model This Week