କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ

ତାଳଚେର,୨୫।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ୩ ଦିନ ଲାଗି ଖଣିବନ୍ଦ ଆନ୍ଦୋଳନ ଜାରି ରହିଥିଲା। ଏ ନେଇ କୋଲ୍‌ ଫିଲ୍ଡସ୍‌ରେ ଥିବା କୋଇଲା ଖଣିରୁ କୋଇଲା ପରିବହନ ଉତ୍ତୋଳନ ବନ୍ଦ ରହିଥିବା ବେଳେ ବୁଧବାର ପୋଲିସ ୬୬ ଜଣ ଆନ୍ଦୋଳନକାରୀଙ୍କୁ ବେଡା ମଙ୍ଗଳମ କ୍ଲବରେ ଅଟକ ରଖିଛି। ପରେ ଖଣି କାର୍ଯ୍ୟ ସ୍ବାଭାବିକ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୧୬।୭(ସ୍ବ.ପ୍ର)- କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳର ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ଘଟଣାର ଅଭିଯୁକ୍ତକୁ ଦୋଷୀ...

ଲକ୍‌ଡାଉନ୍‌ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ

ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ସରକାର ଲକ୍‌ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ...

ସୁପାରି ଦେଇ ଗୁଳି ଖାଇଲେ

ଅନ୍ୟ ପାଇଁ ଖୋଳିଥିବା ଗାତରେ ନିଜେ ପଡ଼ିଲେ। ଜମିବାଡ଼ି ବିବାଦକୁ ନେଇ ସୃଷ୍ଟ ତିକ୍ତତା ପାଇଁ ଭଣଜାକୁ ହତ୍ୟା କରିବା ଲାଗି ଯୋଜନା କରିଥିଲେ। ହେଲେ...

ସୁମିତ-ତପସ୍ବିନୀ ମାମଲାର ଚୂଡ଼ାନ୍ତ ରାୟ ଆଜି

ବ୍ରହ୍ମପୁର ଅଫିସ,୪।୧: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ମାମଲାକୁ ନେଇ ଜିଲାଜଜ୍‌ କୋର୍ଟରେ ଦାଏର ହୋଇଥିବା ଅପିଲର ଚୂଡ଼ାନ୍ତ ରାୟ ମଙ୍ଗଳବାର ପ୍ରକାଶ ପାଇବ। ଗଞ୍ଜାମ ଜିଲା...

ଦଣ୍ଡନାଚ ରେକର୍ଡ ଡାନ୍ସବେଳେ ଗୋଷ୍ଠୀସଂଘର୍ଷ: ୧୦ ଆହତ

ଭଞ୍ଜନଗର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁ ମହୁଲିଆରେ ରବିବାର ବିଳମ୍ବିତ ରାତିରେ ଦଣ୍ଡନାଚରେ ରେକର୍ଡ ଡାନ୍ସ ଚାଲିଥିବା ବେଳେ ୨ ଗୋଷ୍ଠୀ ମଧ୍ୟରେ...

ନଦୀ ପାରହୋଇ ଶ୍ମଶାନକୁ ମୃତଦେହ ନେଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର,୪ା୯(ଡି.ଏନ. ଏ.):ଗ୍ରାମର କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଲେ ମଶାଣିକୁ ମୃତଦେହ ସତ୍କାର ଲାଗି ନେବାକୁ ଗ୍ରାମବାସୀଙ୍କୁ ନଦୀପାର ହେବାକୁ ପଡୁଛି। ଜୀବନକୁ ବାଜି ଲଗାଇ ମୁରାନ...

୫ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୩୧।୧୨(ସ୍ବ.ପ୍ର.): କଳାହାଣ୍ଡିରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଭାରରେ ବୁହା ହେଲେ ଗର୍ଭବତୀ। ରାସ୍ତା ସମସ୍ୟା ଯୋଗୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଆଉ...

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍‌ରେ କାଉନ୍‌ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍‌

ଛତ୍ରପୁର,୨୫।୪(ଡି.ଏନ୍‌.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍‌ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ...

Advertisement
Archives

Model This Week