କୋଇଲା ପରିବହନକୁ ନେଇ ମାରପିଟ: ଥାନାରେ ଅଭିଯୋଗ, ଧାରଣା

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଛି। ଏହାକୁ ନେଇ ଉଭୟ ପକ୍ଷ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଛନ୍ତି। ଭୁବନେଶ୍ୱରୀ କୋଇଲା ଖଣିରେ ଟ୍ରକ୍‌ମାଲିକ ସଂଘର ଗାଡି କୋଇଲା ବୋଝେଇ ହେବା ପରେ ଅନ୍ୟଗାଡିରେ କୋଇଲା ବୋଝେଇ ହୋଇଥାଏ। ସନ୍ଧ୍ୟାରେ ୟୁଥ୍‌ ରୋଡ୍‌ ଲାଇନ୍‌ସର ସଦସ୍ୟମାନେ ସେମାନଙ୍କ ଟ୍ରକ୍‌କୁ ଆଗ କୋଇଲା ବୋଝେଇ କରିବାକୁ ଲାଇନ୍‌ରେ ରଖିଥିଲେ। ଏହାକୁ ଟ୍ରକ୍‌ମାଲିକ ସଂଘ ସଦସ୍ୟମାନେ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୫ରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା, ଛପର ଉଡିଲା

ଜଳେଶ୍ୱର,୧୫।୫(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେସ୍ବର ବ୍ଲକ ଅଧୀନ କୋଟସାହି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ କାଳବୈଶାଖୀ ତାଣ୍ଡବ ରଚିଛି। ଫଳରେ କୋଟସାହି ଗ୍ରାମର...

ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ...

ଆଖଣ୍ଡଳମଣିଙ୍କ ଲଗ୍ନ ମହୋତ୍ସବ ସମ୍ପନ୍ନ

ଆରଡି, ୧୮ା୫ (ଡି.ଏନ.ଏ.)-ଲକଡାଉନ ଯୋଗୁ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରାୟ ୨ ମାସ ହେଲା ବନ୍ଦ ରହିଛି। ଚଳିତ ମାସ...

କେନ୍ଦୁଝରରେ କୋଭିଡ୍‌ ନିୟମ ଉଲ୍ଲଂଘନ: ନର୍ସ ଚାକିରି ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭିଡ଼

କେନ୍ଦୁଝର, ୨୮।୭ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ କୋଭିଡ୍‌ ନିୟମର ଖୋଲାଖୋଲି ଉଲ୍ଲଂଘନ ହେଉଛି। ମେଡିକାଲ ଭିତରକୁ...

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ...

ମଝି ରାସ୍ତାରେ ଆମ୍ବୁଲାନ୍ସରୁ ଡେଇଁଲେ ରୋଗୀଙ୍କ ମା’, ପୂରା ଘଟଣା ଜାଣିଲେ…

ଭଦ୍ରକ ଅଫିସ,୧।୩: କଟକ ବଡ଼ ମେଡିକାଲ ବଦଳରେ ବାଲେଶ୍ୱର ନେଉଥିବାରୁ ୧୦୮ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ ରୋଗୀଙ୍କ ମା’। ଏଭଳି ଏକ ଘଟଣା ଘଟିଛି ଭଦ୍ରକ...

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର, ୯ା୭ (ସ୍ବ.ପ୍ର.)-ଛତୁ ଶାକାହାରୀମାନଙ୍କ ପ୍ରିୟଖାଦ୍ୟ। ସମସ୍ତେ ଛତୁ ଖାଇବାକୁ ଭଲ ପାଇଥାନ୍ତି। ଯଦିଓ ଆଜିକାଲି ବର୍ଷ ତମାମ ଛତୁ କୃତ୍ରିମ ଉପାୟରେ ଚାଷ କରି...

ଜବରଦଖଲ ଉଚ୍ଛେଦ ପ୍ରତିବାଦରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ପାରଳାଖେମୁଣ୍ଡି,୨୯ା୧୨(ଡି.ଏନ୍‌.ଏ.): କାଶୀନଗର ବ୍ଲକ ହାଡୁଭାଙ୍ଗି ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରତିବାଦରେ କିରୋସିନି ଢାଳି ହୋଇ ନିଆଁ ଲଗାଇ ଉଦ୍ୟମ ବେଳେ ପୋଲିସ କାବୁ କରିଛି। ତେବେ...

Advertisement
Archives

Model This Week