କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ ବାହାରୁଥିବା ଦେଖି ଷ୍ଟେସନମାଷ୍ଟର ତାହାକୁ ଅଟକାଇଥିଲେ। ପରେ କୋଲନରା ଓ ରାୟଗଡ଼ା ଅଗ୍ନିଶମ ବାହିନୀଙ୍କୁ ଖବର ଦିଆଯାଇଥିଲା। ମୋଟ ୧୨ଟି ବଗିରେ ନିଆଁ ଲାଗିଥିଲା। ଅଗ୍ନିଶମ ବାହିନୀ କର୍ମଚାରୀ ସେଠାରେ ପହଞ୍ଚତ୍ ୫ଘଣ୍ଟା ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ଼ରେ ୩ ଶହ ବର୍ଷର ପରମ୍ପରା: ଗାଁର ମଙ୍ଗଳ ପାଇଁ ଜନ୍ମାଷ୍ଟମୀ

ବଅଁରପାଳ, ୨୩।୮ (ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଧୁମ୍‌ଧାମରେ ଜନ୍ମାଷ୍ଟମୀ ପାଳନ ପାଇଁ ଚାଲିଛି ଆୟୋଜନ। ୩ଶହ ବର୍ଷର ପରମ୍ପରା ଅନୁଯାୟୀ ଗ୍ରାମର...

ଲଘୁଚାପ ବର୍ଷାରେ ବେହାଲ ନୀଳଗିରି

ସଜନାଗଡ,୨୭।୮(ଡି.ଏନ.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ବାଲେଶର ଜିଲା ନୀଳଗିରିରେ ଲଗାତର ବର୍ଷାରେ ସୋନନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ନଦୀ ପାର୍ଶ୍ୱ ଗାଁରେ ଲୋକମାନେ...

ଧରିତ୍ରୀ ପ୍ରଭାବ: ଖୋଲିଲା ଓ୍ବାଚ ଟାଓ୍ବାର

କେନ୍ଦୁଝର, ୧ା୨(ସ୍ବ.ପ୍ର.): ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଓ୍ବାଚ ଟାଓ୍ବାରକୁ ଜିଲା ପ୍ରଶାସନ ମକର ପୂର୍ବ ଦିନ ଉଦ୍‌ଘାଟନ କରିଥିଲେ।...

ଜାଡ଼ରେ ଥରୁଛି ତେଲକୋଇ

ତେଲକୋଇ, ୨୨।୧୨ ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ପାହାଡି ଅଞ୍ଚଳରେ ଶୀତର ଲହରି ଜାରି ରହିଥିବାରୁ କେହି ଘରୁ ବାହାରି ପାରୁନାହାନ୍ତି। ଏପରିକି ଜଙ୍ଗଲ ଅଞ୍ଚଳରେ...

କରୋନା ମୁକାବିଲା ବୈଠକ: ଯୋଗଦେଲେ ବିଭିନ୍ନ ସମ୍ପ୍ରଦାୟ, ଲୋକ ପ୍ରତିନିଧି

ଦାରିଙ୍ଗବାଡ଼ି,୧୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ କରୋନା ସଂକ୍ରମଣ ପ୍ରତିହତ ଏବଂ ଏହା ସଂକ୍ରମଣ ହେଲେ ପ୍ରଶାସନ ଏବଂ ଜନସାଧାରଣଙ୍କ ଦ୍ୱାରା କ’ଣ ସବୁ ପଦକ୍ଷେପ...

ପୌରପାଳିକା ଜାଗାରୁ ମାଟି ଚୋରା ଚାଲାଣ ଘଟଣା: ତଦନ୍ତ ଆରମ୍ଭ କଲେ ତହସିଲଦାର

ଅନୁଗୋଳ ଅଫିସ, ୨୦।୧୨- ଅନୁଗୋଳ ପୌରପାଳିକା ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ମାଟି ଚୋରା ଚାଲାଣ ସମ୍ପର୍କିତ ଖବର ଗୁରୁବାର ‘ଧରିତ୍ରୀ’ରେ...

୨ ରହୁଛି ଖୋଲା, ୫ରେ ତାଲା

ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ...

ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋଟ: ବୃକ୍ଷରୋପଣ ପାଇଁ ଆଉ ୩୨୯.୧୭ କୋଟି ଆବଶ୍ୟକ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଜନିତ ସ୍ଥିତିର ମୁକାବିଲା ତଥା ସବୁଜୀକରଣ ପାଇଁ ବହୁ ମାତ୍ରାରେ ବୃକ୍ଷରୋପଣର ଆବଶ୍ୟକତା ରହିଛି। ତେଣୁ ରାଜ୍ୟ ସରକାର...

Advertisement
Archives

Model This Week