କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗିବା ଦେଖି ରେଳ ବିଭାଗ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି। ପ୍ରକାଶ ଯେ, ୨୦ ଦିନ ହେବ ବିଶାଖାପାଟଣାରୁ କୋଇଲା ବୋଝେଇ ୨୨ଟି ଓ୍ବାଗନ ବିଶିଷ୍ଟ ଟ୍ରେନ୍‌ ରାୟଗଡ଼ା ଷ୍ଟେଶନରେ ରହିଛି। ବୁଧବାର ହଠାତ୍‌ ଏଥିରେ ନିଆଁ ଲାଗି ଯାଇଥିଲା। କେଉଁ କାରଣରୁ ଅଗ୍ନିକାଣ୍ଡି ଘଟିଛି ତାହା ଜଣାପଡିନାହିଁ। ତେବେ ସୌଭାଗ୍ୟବଶତଃ ନିଆଁ ବ୍ୟାପିବା ଆଗରୁ ତାକୁ ଆୟତ୍ତ କରାଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ପରେ ରେଳ ବିଭାଗର ବିଶାଖାପାଟଣା ଡିଭିଜନକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣମଣ୍ଡପ ସିଲ୍‌ ଅଭିଯାନ ଆରମ୍ଭ

ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର...

ଟ୍ରାକ୍ଟର-ଟ୍ରଲି ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଝରିଗାଁ,୨ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚିତାବେଡ଼ା ଗ୍ରାମରେ ରବିବାର ସକାଳେ ଟ୍ରାକ୍ଟର – ଟ୍ରଲି ଚାପି ହୋଇ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ...

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର...

ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।...

ଖସୁଛି ଦୈନିକ ସଂକ୍ରମଣ: ଆଜି ୧୭୧୨ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୯୭ଜଣ କ୍ୱାରାଣ୍ଟାଇନ୍‌ରୁ...

୧୫ ଦିନ ସମୟ ନେଲେ ସରକାର

ଭୁବନେଶ୍ବର,୧୩ା୯(ବ୍ୟୁରୋ):ବର୍ଷାରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ରାଜ୍ୟ ସରକାରଙ୍କ ଉପରେ ଏକ ପ୍ରକାର ଚାପ ପଡ଼ିଥିବା ଆଲୋଚନା ଜୋର୍‌ ଧରିଛି। ସେମାନଙ୍କ ଦାବି ପୂରଣ କରିବା...

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ଜମନକିରା,୧୮ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଜମନକିରା ପଞ୍ଚାୟତ ମହକୁମା ଚାହାବଗାନ ପଡ଼ାର ଦୁଃଖ ମିଞ୍ଜ ଓରଫ ଦୁଃଖ...

Advertisement
Archives

Model This Week