କୋଇଲା ବୋଝେଇ ଟ୍ରେନ୍‌ ଲାଇନଚ୍ୟୁତ: ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ /ଲଖନପୁର,୧୮।୯(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ଲେଭଲ କ୍ରସିଂ ନିକଟରେ ବେଦାନ୍ତ କମ୍ପାନୀର ଏକ ମାଲବାହୀ ଟ୍ରେନ୍‌ ବୁଧବାର ସକାଳେ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସୁନ୍ଦରଗଡ଼ ବସୁନ୍ଧରା କୋଇଲା ଖଣିରୁ କୋଇଲା ବୋଝେଇ କରି ଝାରସୁଗୁଡ଼ା ଯାଉଥିବା ବେଳେ ୩ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଟ୍ରେନ୍‌ଟି ରାସ୍ତାରେ ଅଟକି ରହିଥିବା ଯୋଗୁ ବେଦାନ୍ତ ପ୍ରକଳ୍ପକୁ କୋଇଲା ପରିବହନରେ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପଜିଟିଭ୍‌ ଆସିବା ପରେ ଖଇରା ବ୍ଲକର ୨ ଗ୍ରାମ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଖଇରା,୩୦।୪(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅନ୍ତରା ପଞ୍ଚାୟତର କନ୍ଦଡା ଗ୍ରାମର ଜଣେ କଲିକତା ଫେରନ୍ତାଙ୍କ ସ୍ବାବ ପଜିଟିଭ୍‌ ଜଣାପଡଛି। ଏହା ପରେ ବାଲେଶ୍ବର ଉପଜିଲାପାଳ...

କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ

ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍‌ ରାମକୃଷ୍ଣ ବେହେରା ଜଣେ।...

କର୍ତ୍ତବ୍ୟ ଆଗରେ ହାର୍‌ ମାନିଲା ଝିଅ ହରାଇବା ଦୁଃଖ

ପିପିଲି,୨୭।୪(ଡି.ଏନ୍‌.ଏ.): ନିଜ ଦୁଃଖ ଓ ସମସ୍ୟାକୁ ପଛରେ ପକାଇ ମହାମାରୀ କରୋନା ମୁକାବିଲାରେ ଦେଶ ପାଇଁ ସେବା ପ୍ରଦାନ କରି ଅନେକ ପୋଲିସ କର୍ମଚାରୀ ବେଶ...

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ...

ବର୍ଷକ ପରେ ମିଳିଲା ଫନି ସହାୟତା: ବ୍ଲକ ଶିଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ବେତନଟୀ,୯ା୫(ଡି.ଏନ୍‌.ଏ.)- ୨୦୧୯ରେ ସାମୁଦ୍ରିକ ଝଡ଼ ‘ଫନି’ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏହାକୁ ଦୃଷ୍ଟିରେ କ୍ଷତିଗ୍ରସ୍ତମାନଙ୍କୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ବଣ୍ଟନ କରାଯାଇଥିଲା। ମୟୂରଭଞ୍ଜ...

ଗୁଣି ଗାରେଡ଼ି ନେଇ ସଚେତନତା ସଭା

ଭଞ୍ଜନଗର,୨୭।୧୦(ଡି.ଏନ.ଏ)-ଭଞ୍ଜନଗର ନିକଟ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପକ୍ଷରୁ ହେତୁବାଦୀ ସମାଜ ସହାୟତାରେ ଗୁଣି ଗାରେଡ଼ି ଉପରେ ଏକ ସଚେତନତା ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଲୋକଙ୍କ...

ଘରୋଇ ଜମିରେ ଆମ ଗାଁ ଆମ ବିକାଶ ଗୃହ ନିର୍ମାଣକୁ ନେଇ ବିବାଦ: ଅଭିଯୋଗ ସତ୍ତ୍ୱେ ନିଆଯାଉନି କାର୍ଯ୍ୟାନୁଷ୍ଠାନ

ରସୁଲପୁର,୧୦ା୧(ଡି.ଏନ୍‌.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଂଚାୟତର ଇଚ୍ଛାପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଅର୍ଥ ବିନିଯୋଗ କରି ଏକ ଗୋଷ୍ଠୀ...

ଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତା

କେନ୍ଦୁଝର,୨୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନହବେ ଗାଁକୁ ପ୍ରାୟ ୧୧ ବର୍ଷ ତଳେ ବୋହୂ ହୋଇ ଆସିଥିଲେ କବିତା। ଶଙ୍କର୍ଷଣ ପ୍ରଧାନଙ୍କୁ ବିବାହ...

Advertisement
Archives

Model This Week