କୋଇଲା ବୋଝେଇ ବଗିରେ ନିଆଁ

ସଇଁତଳା, ୨୬ା୫(ଡି.ଏନ.ଏ.)
ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏକ କୋଇଲା ବୋଝେଇ ରେଳଗାଡ଼ି ବଲାଙ୍ଗୀର ପଟରୁ ସଇଁତଳା ଆଡକୁ ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଯାଉଥିବା ସମୟରେ ଏକ ୱାଗନରୁ ଧୂଆଁ ବାହାରୁଥିଲା । ଧୂଆଁ ବାହାରୁଥିବା ଦେଖି ଷ୍ଟେଶନ ମାଷ୍ଟର ଗାଡ଼ିକୁ ସଇଁତଳା ଷ୍ଟେଶନରେ ଅଟକାଇ ସ୍ଥାନୀୟ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ନିଆଁ ଲିଭିବା ପରେ ଗାଡ଼ି ଗନ୍ତବ୍ୟସ୍ଥଳକୁ ଯାଇଥିଲା। କେଉଁ କାରଣରୁ ୱାଗନରେ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ପିଜି ଷ୍ଟୁଡେଣ୍ଟ ୟୁନିଅନ୍ ଗଠିତ; ଡ଼ା ବଙ୍ଗାଳୀ ସୋରେନ୍ ସଭାପତି, ଡ଼ା ରାଜେଶ ସାହୁ…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଠାରେ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀମାନଙ୍କ ଷ୍ଟୁଡେଣ୍ଟ ୟୁନିଅନ୍ ଗଠନ କରାଯାଇଛି। କଲେଜ ଅଧ୍ୟକ୍ଷ ତଥା…

ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

ବର୍ତ୍ତମାନ ରାଜନୀତି କରିବାର ସମୟ ନୁହେଁ: ଭକ୍ତ ଦାସ,ଗିଡିପାବାଲି ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦାବି

ଭଞ୍ଜନଗର, ୬/୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଭୟାବହ ବନ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଲୋକେ ଏବେ ବି ନାନା ଦୁର୍ଦ୍ଦଶାର ସମ୍ମୁଖୀନ…

ଭିସି ମାଧ୍ୟମରେ ୭ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ପାଟଣା ବ୍ଲକ୍‌ର ୪ ଓ ସାହାରପଡ଼ା ବ୍ଲକ୍‌ର ୩ ବିଦ୍ୟାଳୟ ସାମିଲ

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସଠାରେ ଭିଡିଓ କନ୍‌ଫରେନ୍ସିଂ…

୪ ଜେଲ୍‌ର ଜେଲରଙ୍କୁ ବଦଳି କଲେ ରାଜ୍ୟ ସରକାର: କଟକ ସର୍କଲ ଜେଲକୁ ଗଲେ ଲଲାଟେନ୍ଦୁ, ପୁରୀ ବଦଳି ହେଲେ…

ଭୁବନେଶ୍ୱର,୬।୧୧: ରାଜ୍ୟ ପ୍ରଶାସନିକ ସେବାରେ ଅଦଳବଦଳ ପ୍ରକ୍ରିୟାରେ ଓଡ଼ିଶା ସରକାରଙ୍କ କାରାଗାର ଓ ସଂଶୋଧନାତ୍ମକ ସେବା ନିର୍ଦ୍ଦେଶାଳୟ ପକ୍ଷରୁ ୪ ଜଣ ଜେଲରଙ୍କର ବଦଳି କରାଯାଇଛି। ପ୍ରଶାସନିକ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ

ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?