କୋଇଲା ସଙ୍କଟ : ବନ୍ଦ ହେଲା ଓପିଜିସିର ୨ୟ ୟୁନିଟ୍‌, ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ/ଲଖନପୁର, ୧୪/୧୯(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୨ୟ ୟୁନିଟ୍‌କୁ କମ୍ପାନୀ କର୍ତ୍ତୃପକ୍ଷ ଗତ ରବିବାର ରାତି ୧୨ଟା ୧୭ ମିନିଟରୁ ବନ୍ଦ କରିଦେଇଛନ୍ତି। ଏକ ମାସ ହେବ କୋଇଲା ସଙ୍କଟ ଦେଖାଦେଇଥିବା ବେଳେ କମ୍ପାନୀ କର୍ତ୍ତୃପକ୍ଷ ଏହି ୟୁନିଟ୍‌କୁ ବନ୍ଦ କରିବା ପାଇଁ ବାଧ୍ୟ ହୋଇଛନ୍ତି। ଉକ୍ତ ୟୁନିଟ୍‌ ବନ୍ଦ ହେବା ଫଳରେ ଏଥିରୁ ଉତ୍ପାଦନ ହେଉଥିବା ୨୧୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ବାଧାପ୍ରାପ୍ତ ହୋଇଛି । ଏହାର ପ୍ରଭାବ ରାଜ୍ୟ ଉପରେ ପଡ଼ିବା ସହ ଘୋର ବିଦ୍ୟୁତ୍‌ ସଙ୍କଟ ଦେଖାଦେବ। ଏଭଳି କୋଇଲା ସଙ୍କଟ ଯଦି ଆଗକୁ ଜାରି ରୁହେ ତା’ହେଲେ ଆଗାମୀ ଦିନରେ ଅଧିକ ୟୁନିଟ୍‌ ବନ୍ଦ ହେବା ସମ୍ଭାବନା ରହିଛି । ଏହା ପୂର୍ବରୁ ଶକ୍ତି ବିଭାଗ ଓ କମ୍ପାନୀ କର୍ତ୍ତୃପକ୍ଷ ଘଟଣାକୁ ଗୁରୁତର ସହ ବିଚାରକୁ ନେଇ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri