କୋଏମ୍ବାଟୁର, କୁର୍‌ନୁଲରୁ ଆଜି ପହଞ୍ଚତ୍ବ ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୫ା୫- ବଲାଙ୍ଗୀର ରେଲୱେ ଷ୍ଟେଶନ୍‌ରେ ଶନିବାର ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚତ୍ବ। ତାମିଲନାଡୁର କୋଏମ୍ବାଟୁରରୁ ଆସୁଥିବା ସ୍ପେଶାଲ ଟ୍ରେନ୍‌ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଷ୍ଟେଶନ୍‌ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ଓଡିଶାର ରାୟଗଡା, ବଲାଙ୍ଗୀର, ଭଦ୍ରକ ଓ ବାଲେଶ୍ୱର ଷ୍ଟେଶନ୍‌ରେ ଅଟକିବ ବୋଲି ଜଣାପଡିଛି। ସେହିଭଳି ଆନ୍ଧ୍ରପ୍ରଦେଶର କୁରନୁଲ ସିଟିରୁ ଆଉ ଏକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ବଲାଙ୍ଗୀର ଷ୍ଟେଶନ୍‌ରେ ଅପରାହ୍ଣରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ବଲାଙ୍ଗୀର, ସମ୍ବଲପୁର, ଭଦ୍ରକ ଓ ବାଲେଶ୍ୱର ଷ୍ଟେଶନ୍‌ ପର୍ଯ୍ୟନ୍ତ ଯାତ୍ରା କରିବ । ଶନିବାର ଆସୁଥିବା ଏହି ଦୁଇ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ପ୍ରାୟ ୧୪୦୦ ପ୍ରବାସୀ ବଲାଙ୍ଗୀର ଷ୍ଟେଶନ୍‌ରେ ଓହ୍ଲାଇବେ ବୋଲି ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ଦୁଇ ଟ୍ରେନ୍‌ ଆସିବା ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସହରର ନିର୍ଦ୍ଦିଷ୍ଟ ଅଞ୍ଚଳରେ କର୍ଫ୍ୟୁ ଲଗାଯିବ ବୋଲି ଉପଜିଲାପାଳ ମିଶ୍ର କହିଛନ୍ତି। ଏହି ଦୁଇ ଟ୍ରେନ୍‌ରେ ଆସୁଥିବା ପ୍ରବାସୀଙ୍କ ଆଗମନ, କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟାଗମନ ପାଇଁ ସୁବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ସ୍କୁଲରେ ପଶି ଉର୍ଦ୍ଦୁ ଶିକ୍ଷକଙ୍କୁ ପିଟିଲେ BJP କର୍ମୀ

ହାଇଦ୍ରାବାଦ,୨୯।୬: ତେଲଙ୍ଗାନାର ନିଜାମାବାଦରେ ଏକ ଘଟଣା ସାମ୍ନାକୁ ଆସିଛି, ଯାହା କଂଗ୍ରେସ ନେତା ଡକ୍ଟର ଶମା ମହମ୍ମଦଙ୍କୁ ତାଙ୍କ ନିଜ ସରକାରଙ୍କ ନିକଟରେ ଦୃଢ଼ ଦାବି କରିବାକୁ…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri