କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଳକରେ ସ୍କ୍ରିନିଂ କମିଟି ଚୟନ ପ୍ରକ୍ରିୟା ସୋମବାର ଅନୁଷ୍ଠିତ ହୋଇଯାଇଛି। ସ୍କ୍ରିନିଂ କମିଟିର ସଦସ୍ୟ ରୂପେ ସର୍ବସମ୍ମତି କ୍ରମେ ସ୍କ୍ରିନିଂ କମିଟିର ସଭାପତି ଭାବେ ବ୍ଲକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗ, ଉପାଧ୍ୟକ୍ଷା ଧିରାମଣୀ ଦାସ, ସମିତି ସଦସ୍ୟ ତ୍ରିଭୁବନ ନାଏକ, ରାଜେନ୍ଦ୍ର ନାଏକ, ଭୁବନେଶ୍ୱର ନାଏକ, ଅଶୋକା ନାଏକ, ମାଧୁରୀ ନାଏକ, କାଉଡୋଳା ସରପଞ୍ଚ ଜମ୍ବୁବତୀ ସାହୁ, କୋକସରା ସରପଞ୍ଚ କିଶୋର ପ୍ରଧାନୀ, ବରାଡଙ୍ଗା ସରପଞ୍ଚ ଗୋକୁଳ ନାଏକ, ମାଝୀଗୁଡା ସରପଞ୍ଚ କୈକେଇ ନାଏକ, ଗୋତମୁଣ୍ଡା ସରପଞ୍ଚ ଜବାହର ଗୋପାଳ ପ୍ରମୁଖ ସ୍କ୍ରିନିଂ କମିଟିର ସଦସ୍ୟ ଓ ସଦସ୍ୟା ଭାବେ ମନୋନୀତ ହୋଇଛନ୍ତି ।
ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ
କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…
ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…
ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…
ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…
ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ପ୍ରତିବାଦ, ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…
କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ୪ଦଫା ଦାବିପତ୍ର,…
ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ
ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…
ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…
କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…
ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ
ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…
ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…
ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…
Archives

