କୋକେନ୍‌ ପାଇଁ ମଝି ଆକଶରେ ମୃତ୍ୟୁ

ମେକ୍ସିକୋ ସିଟି,୨୮।୫: ଜାପାନର ଜଣେ ୪୨ ବର୍ଷୀୟ ଯୁବକ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରେ ୨୪୬ ପ୍ୟାକେଟ କୋକେନ୍‌ ନେଇ ବିମାନ ଯାତ୍ରା କରୁଥିବା ବେଳେ ମଝି ଆକାଶରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉକ୍ତ ବିମାନଟି ବୋଗୋଟାରୁ ଟୋକିଓ ଯାତ୍ରା କରୁଥିବା ବେଳେ ଉଡୋ ଏନ୍‌ ନାମକ ଯୁବକ ଶରୀରରେ ଯନ୍ତ୍ରଣା ଅନୁଭବ କରିଥିଲେ। ଫଳରେ ବିମାନଟିର ଜରୁରୀ ଅବତରଣ କରାଯାଇଥିଲା। ତେବେ ବିମାନଟି ଅବତରଣ କରିବା ପରେ ଡାକ୍ତରି ଟିମ୍‌ ତାଙ୍କୁ ଚିକିତ୍ସା କରିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଏହାସହ ତାଙ୍କ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରୁ ପାଖାପାଖି ୨.୫ ସେଣ୍ଟିମିଟର ଲମ୍ବର ୨୪୬ ପ୍ୟାକେଟ୍‌ କୋକେନ୍‌ ବାହାରି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌, ଆର୍ଥିକ ସୁଧାରକୁ ପ୍ରାଥମିକତା

ଓ୍ବାଶିଂଟନ, ୧୦।୧୧(ପି.ଟି.): କୋଭିଡ୍‌-୧୯ ମହାମାରୀର ମୁକାବିଲା, ଦେଶରେ ଦେଖାଦେଇଥିବା ଆର୍ଥିକ ସଙ୍କଟରେ ସୁଧାର ଆଣିବା, ବର୍ଣ୍ଣଗତ ସମାନତା ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଆମେରିକାର ନବନିର୍ବାଚିତ...

ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !

ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ...

ଚେତାବନୀ ସତ୍ତ୍ୱେ ସୁଧୁରୁନି ଉତ୍ତର କୋରିଆ

ସିଓଲ,୨୨ା୩: ବୁଧବାର ଉତ୍ତର କୋରିଆ ଏହାର ପୂର୍ବ ଉପକୂଳରୁ ଅନେକ କ୍ରୁଜ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା ଦକ୍ଷିଣ କୋରିଆ ସେନା ସୂଚନା ଦେଇଛନ୍ତି। ଚେତାବନୀ ସତ୍ତ୍ୱେ...

ଆମେରିକା ଅସ୍ତ୍ରଶସ୍ତ୍ର ଲୁଟି ନେଲା ତାଲିବାନ୍‌, ପାକିସ୍ତାନ ପାଇଁ ପାଲଟିବ ବୁମେରାଂ…

କାବୁଲ,୨୪।୮: ତାଲିବାନ ଆତଙ୍କବାଦୀମାନେ ଆମେରିକା ଅସ୍ତ୍ରଶସ୍ତ୍ର ଲୁଟି ନେଇଛନ୍ତି। ଏହାକୁ ସେମାନେ ପାକିସ୍ତାନ ପଠାଇ ଦେଇଛନ୍ତି। ମାତ୍ର ଭାରତ ବିରୋଧରେ ଏହାର ବ୍ୟବହାର ପୂର୍ବରୁ ପାକିସ୍ତାନରେ...

ହୋସ୍‌ନି ମୁବାରକ୍‌ଙ୍କ ପରଲୋକ

କାଇରୋ, ୨୬ା୨(ପି.ଟି.): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ହୋସ୍‌ନି ମୁବାରକ୍‌ଙ୍କ ମଙ୍ଗଳବାର କାଇରୋ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ୩୦...

ବ୍ରିଟେନ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ, ନେଇ ସାରିଥିଲେ ଟିକା

ଲଣ୍ଡନ,୧୮ ।୭: ବ୍ରିଟେନର ସ୍ୱାସ୍ଥ୍ୟମନ୍ତ୍ରୀ ସାଜିଦ ଜାଭିଦ କରୋନାରେ ପୀଡ଼ିତ ହୋଇଥିବା ନିଜେ ସୂଚନା ଦେଇଛନ୍ତି । ଏବେ ସେ କ୍ୱାରାଣ୍ଟାଇନରେ ଥିବା ବେଳେ ତାଙ୍କଠାରେ...

ହଜାରେରୁ ଅଧିକ ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ନେଇ ଦାବି କଲା ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌,୨।୧୧ : ୟୁକ୍ରେନ ଦାବି କରିଛି ଯେ ଖେରସନରେ ହଜାରେରୁ ଅଧିକ ରୁଷିଆ ସୈନିକଙ୍କୁ ହତ୍ୟା କରିଛି। ଏଥି ସହିତ ରୁଷିଆ ଦାବି କରିଛି ଯେ...

ଫେସବୁକକୁ ଫେରିବାକୁ ଚାହୁଁଛନ୍ତି ଟ୍ରମ୍ପ…

ଓ୍ବାଶିଂଟନ,୧୯।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକକୁ ଫେରିବାକୁ ଚାହୁଁଛନ୍ତି। ହିଂସା ସୃଷ୍ଟି ଅଭିଯୋଗରେ ଫେସବୁକ ସୋସିଆଲ ମିଡିଆ...

Advertisement
Archives

Model This Week