କୋକୋନଟ୍‌ ବର୍ଫି

ଆବଶ୍ୟକ ସାମଗ୍ରୀ: ନଡ଼ିଆ କୋରା ୨୫୦ମିଲି.ଗ୍ରାମ୍‌, ଏକ କପ୍‌ କ୍ଷୀର, ଏକ କପ୍‌ ରାବିଡି କିମ୍ବା ମିଲ୍କମେଡ୍‌, ୩-୪ଟି ଗୁଜୁରାତିର ଗୁଣ୍ଡ, ଅଧା ଚାମଚ ଗୋଲାପଜଳ, ଏକ କପ୍‌ ଚିନି, ୨-୩ ଟେବଲ୍‌ ସ୍ପୁନ୍‌ ଘିଅ, ୮-୧୦ଟି ଖଣ୍ଡ କାଜୁ, ଅଳ୍ପ କେଶର।
ପ୍ରସ୍ତୁତି ପ୍ରଣାଳୀ: ଚୁଲାରେ କ୍ଷୀର ଗରମ କରି ସେଥିରେ ନଡ଼ିଆ କୋରା ପକାଇ ଭଲ ଭାବେ ଗୋଳାଇ ଏକ ଘଣ୍ଟା ରଖିଦିଅନ୍ତୁ। ଏବେ ଏକ ପ୍ୟାନ୍‌ରେ ଘିଅ ପକାଇ ଗରମ କରନ୍ତୁ। ଏଥିରେ ପୂର୍ବରୁ ରଖାଯାଇଥିବା ନଡ଼ିଆକୋରା ପକାଇ ୨-୩ ମିନିଟ୍‌ ପର୍ଯ୍ୟନ୍ତ ଘାଣ୍ଟନ୍ତୁ। ଏଥିରେ ରାବିଡି କିମ୍ବା ମିଲ୍କମେଡ୍‌ ପକାଇ ଅଳ୍ପ ଆଞ୍ଚରେ ଘାଣ୍ଟନ୍ତୁ। ଚିନି ଏବଂ ଗୁଜୁରାତି ଗୁଣ୍ଡ ପକାଇ ୨୦ରୁ ୨୫ ମିନିଟ୍‌ ଗୋଳାନ୍ତୁ। ମିଶ୍ରଣ ଅଠାଳିଆ ହୋଇଯିବା ପରେ ଗୋଲାପ ଜଳ ପକାଇ ପୁଣି ଘାଣ୍ଟନ୍ତୁ। ବର୍ତ୍ତମାନ ଏକ ଟ୍ରେ କିମ୍ବା ପ୍ଲୋଟ୍‌ରେ ଘିଅ ଲଗାଇ ତା’ ଉପରେ ଏହି ମିଶ୍ରଣକୁ ରଖି ଛୁରି କିମ୍ବା ଚାମଚ ସାହାଯ୍ୟରେ ସମାନ କରି ଦିଅନ୍ତୁ । ଏହା ଉପରେ କେଶର ଏବଂ ଖଣ୍ଡ କାଜୁ ପକାଇ ଥଣ୍ଡା ହେବାକୁ ଛାଡି ଦିଅନ୍ତୁ। ଏହା ପରେ ନିଜ ପସନ୍ଦ ମୁତାବକ ଆକାରରେ କାଟି ଖାଇବାକୁ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri