କୋଟଗଡ,୩ା୧(ଡି.ଏନ.ଏ.) – କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର ପ୍ରଥମ ବୁଧବାର ପ୍ରତିଷେଧକ ଟିକା ଦେବା ପାଇଁ ନିୟମ ରହିଛି। ମାତ୍ର ଏଠାରେ ତାହାକୁ ଅବମାନନା କରିଛନ୍ତି ଡାକ୍ତରଖାନା କର୍ତ୍ତୃପକ୍ଷ। ଫଳରେ ଶିଶୁ ଓ ଗର୍ଭବତୀ ପ୍ରତିଷେଧକ ଟୀକା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ପ୍ରତ୍ୟେକ ମାସର ପ୍ରଥମ ବୁଧବାର ଟୀକାକରଣ କରାଯାଉଥିବାରୁ ଟିକା ନ ପାଇ ଦୂରଦୂରାନ୍ତରୁ ଆସିଥିବା ବହୁ ମହିଳା ନିରାଶରେ ଫେରିଥିଲେ। ଏଭଳି ଏକ ଜାତୀୟ କାର୍ଯ୍ୟକ୍ରମକୁ କିଭଳି ବନ୍ଦ କରାଗଲା ବୋଲି ପ୍ରଶ୍ନ କରିଛନ୍ତି ଅଞ୍ଚଳବାସୀ। ଏନେଇ କୋଟଗଡ ଏଏନ୍ଏମ ମଧୁସ୍ମିତା ନାୟକଙ୍କୁ ପଚାରିବାରୁ ନୂତନବର୍ଷ ଥିବା ଯୋଗୁ ଟୀକାକରଣ କରାଯାଇପାରି ନ ଥିବା ପ୍ରକାଶ କରିଛନ୍ତି।
ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…
ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…
ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…
ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…
ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ
ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…
ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…
ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…
ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…
ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…
ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍
ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…
ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ
ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…
Archives

