କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

କୋଟଗଡ,୧୮।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍‌-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରରେ ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟର ଛାତ୍ରଙ୍କୁ ଉପରେ ଦିଲ୍ଲୀ ପୋଲିସର ଆକ୍ରମଣର ନିନ୍ଦା କରାଯାଇଛି। ବ୍ୟାନର ଲାଗିଥିବା ଦେଖି ଅଞ୍ଚଳବାସୀଙ୍କ ଭୟ ସୃଷ୍ଟି ହୋଇଛି। ଘଟଣାସ୍ଥଳକୁ କୋଟଗଡ ପୋଲିସ ପହଞ୍ଚି ନ ଥିବା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...

୨୪୬ ସାମ୍ପୁଲରେ ଓମିକ୍ରନ ନାହିଁ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲ୍‌ଏସ୍‌ ଆସିଥିବା ୨୪୬ ସାମ୍ପୁଲରେ ଓମିକ୍ରନ ଭାରିଏଣ୍ଟ ନାହିଁ। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ବିଦେଶରୁ ଆସିଥିବା...

କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍‌ ମାଗିଲା ଏସ୍‌ସିବି

କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍‌ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ...

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭...

ସୁବର୍ଣ୍ଣରେଖା, ଦେଓ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ପରେ...

ଓଡ଼ିଶାକୁ ବଢ଼ୁଛି ବାତ୍ୟା ଭୟ: ପୁରୀ ନଚେତ ପାରାଦୀପଠାରେ ପିଟି ହେବା ନେଇ ଆଶଙ୍କା

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ବଢ଼ିବାରେ ଲାଗିଛି ବାତ୍ୟା ଭୟ। ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ବାତ୍ୟା ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ପିଟି ହେବା ନେଇ ଆଶଙ୍କା...

ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ...

ମୁଣ୍ଡରେ ଖପୁରି ପ୍ରତିରୋପଣ ପରେ ସ୍କୁଲ ଯିବ ଜଗା

କଟକ ଅଫିସ, ୧୬ା୯ : କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା କନ୍ଧମାଳ ଜିଲାର ଯୋଡାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ରବିବାର ଆଇନ ଏବଂ ଗୃହନିର୍ମାଣ ଓ...

Advertisement
Archives

Model This Week