ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫ ଅଭିଭାବକ ଏକ ସ୍ବତନ୍ତ୍ର ବସ୍ ଯୋଗେ ଭଦ୍ରକରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ପରେ ସେମାନେ କ୍ୱାରାଣ୍ଟାଇନରେ ରହିବେ।
ସେହିପରି ଝାରଖଣ୍ଡରୁ ୬ଟି ବସ୍ ଆସି ଭଦ୍ରକରେ ପହଞ୍ଚିଛି। ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଝାରଖଣ୍ଡର ୫ ଅଧିକାରୀଙ୍କ ସହ ଏକ ପୋଲିସ ଟିମ୍ ମଧ୍ୟ ପହଞ୍ଚିଛନ୍ତି। ସେମାନେ ଭଦ୍ରକ ଜିଲାରେ ଫସି ରହିଥିବା ୧୪୨ଜଣଙ୍କୁ ଝାରଖଣ୍ଡ ନେବ ବୋଲି ଜଣାପେଡ଼ିଛି।
କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ
Posted inଆମ ଜିଲା ଖବର, କରୋନା ଭାଇରସ୍, ଭଦ୍ରକ View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
Archives


