ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫ ଅଭିଭାବକ ଏକ ସ୍ବତନ୍ତ୍ର ବସ୍ ଯୋଗେ ଭଦ୍ରକରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ପରେ ସେମାନେ କ୍ୱାରାଣ୍ଟାଇନରେ ରହିବେ।
ସେହିପରି ଝାରଖଣ୍ଡରୁ ୬ଟି ବସ୍ ଆସି ଭଦ୍ରକରେ ପହଞ୍ଚିଛି। ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଝାରଖଣ୍ଡର ୫ ଅଧିକାରୀଙ୍କ ସହ ଏକ ପୋଲିସ ଟିମ୍ ମଧ୍ୟ ପହଞ୍ଚିଛନ୍ତି। ସେମାନେ ଭଦ୍ରକ ଜିଲାରେ ଫସି ରହିଥିବା ୧୪୨ଜଣଙ୍କୁ ଝାରଖଣ୍ଡ ନେବ ବୋଲି ଜଣାପେଡ଼ିଛି।
କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ
Posted inଆମ ଜିଲା ଖବର, କରୋନା ଭାଇରସ୍, ଭଦ୍ରକ View All
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…
ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ
ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…
ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

