Posted inଖେଳ

କୋଟ୍‌ଲା ହେଲା ଅରୁଣ ଜେଟ୍‌ଲୀ ଷ୍ଟାଡିୟମ

ନୂଆଦିଲ୍ଲୀ,୧୩।୯(ପି.ଟି.)- ସ୍ଥାନୀୟ ଫିରୋଜ ଶାହା କୋଟ୍‌ଲା ଷ୍ଟାଡିୟମ ଏବେ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ପରିଣତ ହୋଇଛି। ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଗୁରୁବାର ଆନୁଷ୍ଠାନିକ ଭାବେ ଏହି ଷ୍ଟାଡିୟମର ନାମ ପରିବର୍ତ୍ତନ କରିଛି। ଭାଜପା ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀଙ୍କ ସ୍ମୃତିରେ ଏହି ଷ୍ଟାଡିୟମର ନୂଆ ନାମକରଣ କରାଯାଇଛି। ଏ ନେଇ ଆୟୋଜିତ ରଙ୍ଗାରଙ୍ଗ ଉତ୍ସବରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଯୋଗଦେଇ ଜେଟ୍‌ଲୀଙ୍କ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ନୂଆ ନାମିତ ଅରୁଣ ଜେଟଲୀ ଷ୍ଟାଡିୟମର ଉଦ୍‌ଘାଟନ କରିଥିଲେ।
କ୍ରିକେଟ ପ୍ରତି ଜେଟଲୀଙ୍କ ଭଲ ପାଇବା ଥିଲା। ଦୀର୍ଘ ୧୩ ବର୍ଷ ଧରି ସେ ଡିଡିସିଏର ଅଧ୍ୟକ୍ଷ ରହି ଆସିଥିଲେ। କୋହଲି, ରିଷଭ ପନ୍ତ, ଶିଖର ଧାଓ୍ବନ, ଆଶିଷ ନେହେରା ଓ ବୀରେନ୍ଦ୍ର ସେହ୍ବାଗଙ୍କ ଭଳି ବିଶ୍ୱସ୍ତରୀୟ ଖେଳାଳି ସୃଷ୍ଟି କରିବାରେ ତାଙ୍କର ଉଲ୍ଲେଖନୀୟ ଭୂମିକା ଥିଲା। କପିଳ ଦେବ, ଚୌହାନ ଏହି ଅବସରରେ ଜେଟଲୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri