କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି ନିଷ୍ପତ୍ତି ନିଆଯାଇଛି। କର୍ମଶାଳା ପରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ। ଗଣମାଧ୍ୟମକୁ ସେ କହିଛନ୍ତି ଯେ, ଲୋକେ ଚାହୁଁଛନ୍ତି କୋଣାର୍କ ମନ୍ଦିର ଭିତରୁ ବାଲି କଢ଼ାଯାଉ। ସମସ୍ତେ ଚାହାନ୍ତି ଏହି ଐତିହ୍ୟ ଆଉ ୫୦୦ରୁ ୭୦୦ ବର୍ଷ ରହୁ। ୧୯୦୫ରେ ଇଂରେଜମାନେ ଏହି ମନ୍ଦିରରେ ବାଲି ଭର୍ତ୍ତି କରିଥିଲେ। ଏବେ ମନ୍ଦିର ଭିତରୁ ବାଲି ବାହାର କରିବାକୁ ସମସ୍ତେ ଚାହୁଁଛନ୍ତି। ଏ ନେଇ ରିପୋର୍ଟ ଆସିଲେ ସରକାର ବିଚାର କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପର୍ବ: ଚଳଚଞ୍ଚଳ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୩।୩(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠରେ ବାସନ୍ତୀକ ନବରାତ୍ର ପର୍ବ ଲାଗି ବୁଧବାର ରାତ୍ରରୁ ଚଳଚଞ୍ଚଳ ହୋଇ ଉଠିଛି। ପଣ୍ଡିତଙ୍କ ବେଦ...

ବିଜେପୁର ଉପନିର୍ବାଚନ : ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ...

୨ୟ ରାଉଣ୍ଡରେ ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨ୟ ରାଉଣ୍ଡରେ ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ଦ୍ୱିତୀୟ ରାଉଣ୍ଡରେ ବ୍ରଜ ୨୦୪୪ ଖଣ୍ଡ ଭୋଟ ପାଇଛନ୍ତି।...

ବିଧାନସଭା ସଦାଚାର କମିଟି ବୈଠକ: ନିର୍ବାଚନମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି କାର୍ଯ୍ୟାବଳୀ ଉପରେ ହେଲା ଆଲୋଚନା

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଓଡ଼ିଶା ସଦାଚାର ଗୃହ କମିଟିର ଚତୁର୍ଥ ବୈଠକ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ.୫୪ରେ...

ଓଲଟିଲା ଡିଜେ ଗାଡ଼ି, ଚାପି ହୋଇଗଲେ ୧୦ ଜଣ

ବାରିପଦା ଅଫିସ,୧୫ା୪: ମୟୂରଭଞ୍ଜ ଜିଲା ମୋରଡ଼ା ବଜାରରେ ଏକ ଅଭାବନୀୟ ଘଟଣା ଘଟିଛି। ଡିଜେ ପ୍ରତିଯୋଗିତା ବେଳେ ଡିଜେ ଗାଡ଼ି ଓଲଟି ପଡ଼ିଛି। ଫଳର ଏହା...

ଝରକା ଗ୍ରୀଲ୍‌ ତାଡ଼ି ୬ ଅନ୍ତେବାସୀ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩।୧୧: ବାଳଅପରାଧୀଙ୍କୁ ସୁଧାରିବା ପାଇଁ ସରକାରଙ୍କ ଦ୍ୱାରା ପରିଚାଳିତ ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ ଏବେ ବିବାଦ ଘେରକୁ ଚାଲିଆସିଛି।...

‘ଆସନ୍ତା ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବିଭିନ୍ନ ନଦୀ ବିପଦସଙ୍କେତ ପାର କରିଛି।...

ଶିିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ୍‌ ଘୋଷଣା କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଶିକୁଳା ଗ୍ରାମରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ପ୍ରଶାସନ ପକ୍ଷରୁ ଚିହ୍ନଟ...

Advertisement
Archives

Model This Week