Posted inଖେଳ

କୋଣ୍ଟାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି

ପ୍ୟାରିସ, ୨ା୬-ବ୍ରିଟେନ୍‌ର ଜୋହାନା କୋଣ୍ଟା ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚରେ ସେ ୨୩ତମ ସିଡ୍‌ ଡୋନା ଭେକିକ୍‌ଙ୍କୁ ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ଫଳରେ ୨୦୧୭ରେ ଓ୍ବିମ୍ବେଲଡନ ପରେ ପ୍ରଥମ ଥର ଏକ ଗ୍ରାଣ୍ଡସ୍ଲାମ କ୍ୱାର୍ଟରଫାଇନାଲ ଖେଲିବାକୁ ଯାଉଛନ୍ତି। ୨୮ବର୍ଷୀୟ ୨୬ତମ ସିଡ୍‌ ଖେଳାଳି କୋଣ୍ଟା ତାଙ୍କ ପରବର୍ତ୍ତୀ ମ୍ୟାଚରେ ୨୦୧୬ ଚାମ୍ପିୟନ ଗାର୍ବିନ ମୁଗୁରୁଜା କିମ୍ବା ଗତବର୍ଷ ରନର୍ସଅପ୍‌ ସ୍ଲୋନ୍‌ ଷ୍ଟିଫେନ୍ସଙ୍କୁ ଭେଟିବେ। ଏଥିରେ ସେ ଯଦି ବିଜୟ ହାସଲ କରନ୍ତି ତେବେ ୧୯୮୩ ପରେ ବ୍ରିଟେନର ପ୍ରଥମ ମହିଳା ଖେଳାଳି ହିସାବରେ ସେମିଫାଇନାଲରେ ପ୍ରବେଶ କରିବାର ଗୌରବ ଅର୍ଜନ କରିବେ। କୋଣ୍ଟାଙ୍କର ଏଥର କ୍ଲେ-କୋର୍ଟ ସିଜନ ଖୁବ୍‌ ଭଲ ରହିଛି। ମରକ୍କୋ ଏବଂ ରୋମ୍‌ ଡବ୍ଲ୍ୟୁଟିଏ ଫାଇନାଲ ଖେଲି ସାରିଛନ୍ତି। ଏଠାରେ ମଧ୍ୟରେ ସେ ତାଙ୍କର ଫର୍ମର ନମୁନା ଦେଖାଇ ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ…

ଅଧିକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ: ବଦଳି ଆଦେଶ ନ ମାନିଲେ କାଲିଠୁ ଦରମା ବନ୍ଦ

ଭୁବନେଶ୍ୱର,୨୦।୭: ବଦଳି ଆଦେଶ ମାନୁ ନ ଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡ଼ା ଆଭିମୁଖ୍ୟ ଦେଖାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନ ଦେଲେ…

ଓଜନ ବଢ଼ିବାର କାରଣ କହିଲେ ବିଶେଷଜ୍ଞ, ଆବଶ୍ୟକତାଠାରୁ ଅଧିକ…

ବର୍ତ୍ତମାନ ପରିସ୍ଥିତିରେ ମେଦବହୁଳତା ସମସ୍ତଙ୍କ ଚିନ୍ତାର କାରଣ ସାଜିଛି। ସାଧାରଣତଃ ଅଧିକ ଖାଇବା ଓ କୌଣସି କାମ ନ କରିବା ଦ୍ୱାରା ଆମ ଶରୀରର ଓଜନ ବଢ଼ିଯାଏ।…

ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କୁ ଧମକ ଦେଲେ ଦୁର୍ବୃତ୍ତ, କହିଲେ ଜୀବନରୁ…

ବଲାଙ୍ଗୀର,୨୦ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବନମାଳ ଗାଁରେ ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଗାଁ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri