କୋନାବିରା ଅଞ୍ଚଳରେ ୨୨ ହାତୀ

କୋମନା,୩୧।୮(ଡି.ଏନ.ଏ.)
ନୂଆପଡା ଜିଲା କୋମନା ବ୍ଲକ କୋନାବିରା ଅଞ୍ଚଳରେ ହାତୀ ପୁଣି ଥରେ ପ୍ରବେଶ କରି ତିଖାଳି ଡ୍ୟାମ ଭିତରେ ଆଡ୍ଡା ଜମାଇଛି । ଫଳରେ କୋନାବିରା ଅଞ୍ଚଳର ଲୋକେ ଆତଙ୍କିତ ହୋଇ ପଡିଛନ୍ତି। ସୂଚନା ଅନୁଯାୟୀ ଯେ, ଗତ କିଛି ଦିନ ତଳେ କୋମନା ବ୍ଲକ କାଲିମାଟି, ରଜନା, କୋନାବିରା ଓ ବିଲେଇଅଞ୍ଜର ଅଞ୍ଚଳରେ ୨୮ ରୁ ୩୦ ହାତୀ ପ୍ରବେଶ କରି ସପ୍ତାହେ ବହୁ ଫସଲ ନଷ୍ଟ କରିଥିଲେ। ସେ ସମୟରେ ହାତୀ ପଲକୁ କୋମନା ବନ ବିଭାଗ ଓ ହାତୀ ଘୋଉାଇବାର ସ୍ବତନ୍ତ୍ର ଦଳ ମିଶି ବଲାଙ୍ଗୀର ଜିଲା ସୀମାନ୍ତବର୍ତ୍ତୀ ଜଙ୍ଗଲକୁ ପାର କରିଥିଲେ। ହାତୀପଲ ମାସେ ପର୍ଯ୍ୟନ୍ତ ସେଠି ରହିବା ପରେ ଶୁକ୍ରବାର ଅନୁପଗଡ ଜଙ୍ଗଲ ଦେଇ ଫେରି ଆସିଥିବା ଅନୁମାନ କରାଯାଉଛି। କୋମନା ବନ ଭିଭାଗ ଓ ସ୍ବତନ୍ତ୍ର ହାତୀ ଘୋଉାଇବା ଦଳ ହାତୀପଲର ଗତିବିଧି ଉପରେ ଅନୁଧ୍ୟାନ କରୁଥିବା ଫରେଷ୍ଟର ଟିକଚନ ଜ୍ୟୋତିଶ ଓ ରମା ରଞ୍ଜନ ରାଉତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri