Posted inଖେଳ

କୋପା ଆମେରିକା: ଆର୍ଜେଣ୍ଟିନାକୁ ବ୍ରୋଞ୍ଜ

ରିଓ ଡେ ଜାନିରୋ,୭।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ଚିଲିକୁ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି। ମ୍ୟାଚ୍‌ ଆରମ୍ଭରୁ ଆର୍ଜେଣ୍ଟିନା ଦଳ ଆଟାକିଂ ଖେଳ ପ୍ରଦର୍ଶନ କରିଥିଲା। ଫଳରେ ୧୨ତମ ମିନିଟ୍‌ରେ ସେର୍ଗିଓ ଅଗୁରୋ ଦଳ ପାଇଁ ଖାତା ଖୋଲିଥିଲେ। ମ୍ୟାଚ୍‌ର ୨୨ତମ ମିନିଟ୍‌ରେ ପଲ ଡିବାଲା ଦଳର ଅଗ୍ରଣୀକୁ ଦ୍ୱିଗୁଣିତ କରିଥିଲେ। ମ୍ୟାଚ୍‌ର ୩୭ତମ ମିନିଟ୍‌ରେ ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସି ଓ ଚିଲି ଅଧିନାୟକ ଗାରି ମେଡେଲ ଫିଲ୍ଡରେ ଯୁକ୍ତିତର୍କ କରିଥିଲେ। ଏଥିଯୋଗୁ ଦୁଇ ଖେଳାଳିଙ୍କ ରେଫରି ରେଡ୍‌ କାର୍ଡ ଦେଇଥିଲେ। ଏଥିନେଇ ଫିଲ୍ଡରେ କିଛି ସମୟ ଧରି ବିବାଦ ଦେଖାଦେଇଥିଲା। ଚିଲିକୁ ଦ୍ୱିତୀୟାର୍ଦ୍ଧରେ ମିଳିଥିବା ପେନାଲ୍ଟି ଦ୍ୱାରା ଆର୍ଟୁରୋ ଭିଡାଲ (୫୯ତମ) ଗୋଟିଏ ଗୋଲ ପରିଶୋଧ କରିଥିଲେ। ଏହାପରେ ବହୁ ଉଦ୍ୟମ ସତ୍ତ୍ୱେ ଚିଲି ମ୍ୟାଚ୍‌କୁ ଫେରିବାକୁ ସକ୍ଷମ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ବେବି ଡି ଭିଲିୟର୍ସ

ନୂଆଦିଲ୍ଲୀ,୨୮।୧: ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ ଡେୱାଲ୍ଡ ବ୍ରେଭିସ ବେବି ଏବି ଡି ଭିଲିୟର୍ସ ଭାବରେ ଜଣାଶୁଣା। ସେ ଅଣ୍ଡର ୧୯ ବିଶ୍ୱକପ ଚମତ୍କାର ବ୍ୟାଟିଂ କରି...

ଏବେ ଅସ୍ଥିତ୍ୱର ଲଢ଼େଇ: ପଞ୍ଜାବ- ହାଇଦ୍ରାବାଦ ମୁକାବିଲା

ଦୁବାଇ,୨୪।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମୁକାବିଲାରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଓ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ। ସ୍ଥାନୀୟ ଦୁତ୍ବାଇ ଅନ୍ତର୍ଜାତୀୟ କ୍ରିକେଟ...

ଓସିଏ ସମ୍ପାଦକ ସଞ୍ଜୟ

ଭୁବନେଶ୍ୱର,୨୭।୯(ସ୍ପୋଟର୍‌ସ ବ୍ୟୁରୋ): ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ନିର୍ବାଚନ ଶୁକ୍ରବାର ଶେଷ ହୋଇଛି। ବରିଷ୍ଠ କ୍ରୀଡ଼ା ପ୍ରଶାସକ ତଥା ପୂର୍ବତନ ଓସିଏ ସମ୍ପାଦକ...

ରୋନାଲ୍ଡୋଙ୍କ ହେୟାର ଷ୍ଟାଇଲକୁ ପ୍ରଶଂସକଙ୍କ ନାପସନ୍ଦ

ରୋମ,୧।୧- ଲୋକପ୍ରିୟତ ଅନ୍ତର୍ଜାତୀୟ ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ନୂଆ ହେୟାର ଷ୍ଟାଇଲକୁ ପ୍ରଶଂସକମାନେ ନା ପସନ୍ଦ କରିଛନ୍ତି। ପର୍ତ୍ତୁଗାଲ ଷ୍ଟାରଙ୍କୁ ଚଳିତ ସପ୍ତାହରେ ଦୁବାଇଠାରେ ଗ୍ଲୋବ...

ରୋମାଞ୍ଚକ ସ୍ଥିତିରେ ଲଡର୍‌ସ ଟେଷ୍ଟ

ଲଣ୍ଡନ, ୨୫ା୭ (ଏଏଫ୍‌ପି)-ଲଡର୍‌ସଠାରେ ଚାଲିଥିବା ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚରେ ଜ୍ୟାକ୍‌ ଲିଚ୍‌ ଏବଂ ଜାସନ ରୟ ସେମାନଙ୍କର ପ୍ରଥମ ଟେଷ୍ଟ ଅର୍ଦ୍ଧଶତକ ହାସଲ...

ମହିଳା କ୍ରିକେଟରଙ୍କ ସହ ଖେଳିବେ ସଚିନ

ମେଲବୋର୍ନ, ୮।୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆନ ମହିଳା ଅଲରାଉଣ୍ଡର ଇଲିସେ ପେରିଙ୍କ ସମ୍ମୁଖୀନ ହେବେ। ଜଙ୍କଶନ ଓଭାଲରେ ରବିବାର ଡବଲ ହେଡର ମ୍ୟାଚ୍‌...

‘ବ୍ରିଜ୍‌’ ଗୌରବ କଳ୍ପନା ଓ ବିଦ୍ୟା

ଇଟାଲୀରେ ଅନୁଷ୍ଠିତ ବିଶ୍ୱ ଯୁବ ବ୍ରିଜ୍‌ ଟ୍ରାନ୍ସନ୍ୟାଶନାଲ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ କରି ଭାରତକୁ ଗର୍ବିତ କରିଥିଲେ ମଧ୍ୟପ୍ରଦେଶର ଦୁଇ କଲେଜ ଛାତ୍ରୀ। ସେମାନେ ହେଲେ...

ପାକିସ୍ତାନର ଏହି ଖେଳାଳିଙ୍କ ପ୍ରଶଂସାରେ ଶତମୁଖ ହେଲେ ଅଶ୍ୱିନ; ଭାଇରାଲ ହେଉଛି ବୟାନ

ନୂଆଦିଲ୍ଲୀ,୨୧।୧୧: ଭାରତର ଅନୁଭବୀ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପାକିସ୍ତାନର ଜଣେ ଖେଳାଳିଙ୍କ ପ୍ରଶଂସା କରିଛନ୍ତି। ତାଙ୍କର ଏଭଳି ବୟାନ ଏବେ ଭାଇରାଲ ହେଉଛି। ପାକିସ୍ତାନ...

Advertisement
Archives

Model This Week