Posted inଖେଳ

କୋପା ଆମେରିକା: ପଏଣ୍ଟ ଖାତା ଖୋଲିଲା ଆର୍ଜେଣ୍ଟିନା

ବେଲୋ ହରାଇଜଣ୍ଟ,୨୦।୬(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଆର୍ଜେଣ୍ଟିନା ପଏଣ୍ଟ ଖାତା ଖୋଲିବାକୁ ସକ୍ଷମ ହୋଇଛି। ପ୍ରଥମ ମ୍ୟାଚ୍‌ରେ କଲମ୍ବିଆଠାରୁ ପରାଜୟ ବରଣ କରିଥିବା ଆର୍ଜେଣ୍ଟିନା ଏଠାରେ ଖେଳାଯାଇଥିବା ପାରାଗୁଏ ବିପକ୍ଷ ମ୍ୟାଚ୍‌କୁ ୧-୧ ଗୋଲରେ ଅମୀମାଂସିତ ରଖି ଏକ ପଏଣ୍ଟ ହାସଲ କରିଛି। ପାରାଗୁଏ ପାଇଁ ରିଚାର୍ଡ ସାଞ୍ଚେଜ (୩୭ତମ ମିନିଟ୍‌) ଗୋଲ ଦେଇଥିଲେ। ଫଳରେ ପ୍ରଥମାର୍ଦ୍ଧ ସୁଦ୍ଧା ପାରାଗୁଏ ୧-୦ ଗୋଲର ଅଗ୍ରଣୀ ହାସଲ କରିଥିଲା। ଜବାବରେ ଆର୍ଜେଣ୍ଟିନାକୁ ୫୭ତମ ମିନିଟ୍‌ରେ ପେନାଲ୍ଟି ମିଳିଥିଲା, ଯାହାକୁ ଷ୍ଟାର ଲିଓନେଲ ମେସି ସ୍କୋର କରିଥିଲେ। ଗୋଲକିପର ଫ୍ରାଙ୍କୋ ଅର୍ମାନି ଏକ ନିଶ୍ଚିତ ଗୋଲ ସେଭ ଯୋଗୁ ଦଳ ପଏଣ୍ଟ ଖାତା ଖୋଲିିବାକୁ ସକ୍ଷମ ହୋଇଛି। ଆର୍ଜେଣ୍ଟିନା ୨ ମ୍ୟାଚ୍‌ରୁ ଏକ ପଏଣ୍ଟ ସହ ଗ୍ରୁପ୍‌ ବି’ର ଅନ୍ତିମ ସ୍ଥାନରେ ରହିଛି। ଦଳକୁ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହେବାକୁ ହେଲେ ଅନ୍ତିମ ମ୍ୟାଚ୍‌ରେ କାତାରକୁ ନିଶ୍ଚିତ ହରାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ଶତକ

ଆଡିଲେଡ, ୨୯।୧୧(ଏଏଫ୍‌ପି)- ସ୍ଥାନୀୟ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ପ୍ରଥମ ଟେଷ୍ଟରେ...

ଏହି ମହାନ କ୍ରିକେଟର ହେବେ ଆଗାମୀ ବିସିସିଆଇ ଅଧ୍ୟକ୍ଷ, ଜାଣନ୍ତୁ ଗାଙ୍ଗୁଲୀ-ଜୟ ଶାହାଙ୍କ କ’ଣ ହେବ…

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)କୁ ମିଳିବ ନୂତନ ଅଧ୍ୟକ୍ଷ। ଏହାଛଡ଼ା ବୋର୍ଡର ଆଉ କିଛି ପଦରେ ନିର୍ବାଚନ ହେବ। ଏଥିନେଇ ମଙ୍ଗଳବାର ନାମାଙ୍କନ ଦାଖଲ କରାଯାଉଛି।...

ଭାରତୀୟ ସେନାଙ୍କ ସହ ଲେହରେ ପହଞ୍ଚିଲେ ଧୋନୀ, ଅଗଷ୍ଟ ୧୫ରେ ଉଡାଇବେ ତ୍ରିରଙ୍ଗା

ଶ୍ରୀନଗର,୧୪।୮:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ...

ସୁଲିଭାନ୍‌ଙ୍କୁ ୬ଷ୍ଠ ବିଶ୍ୱ ସ୍ନୁକର ଟାଇଟଲ

ଓ୍ବାଶିଂଟନ, ୧୮ା୮ (ଏପି)-ରୋନି ଓ’ ସୁଲିଭାନ୍‌ ୪୪ ବର୍ଷ ବୟସରେ ୬ଷ୍ଠ ଥର ପାଇଁ ବିଶ୍ୱ ସ୍ନୁକର ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ଇଂଲଣ୍ଡର କିରେନ୍‌...

ହକି ଓଡ଼ିଶା ଓ୍ବେବ୍‌ସାଇଟ ଉନ୍ମୋଚିତ: ୬ ଜିଲା ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ନୟାଗଡ଼, କେନ୍ଦୁଝର ଓ ରାୟଗଡ଼ା ନୂତନ ଭାବେ ଅନୁବନ୍ଧିତ

ଭୁବନେଶ୍ୱର, ୧୦।୩(କ୍ରୀଡ଼ା ପ୍ରତିନିଧି)- ସମଗ୍ର ବିଶ୍ୱରେ ଏବେ ଓଡ଼ିଶା ହକିକୁ ନେଇ ଚର୍ଚ୍ଚା। ୨୦୧୮ରେ ହକି ବିଶ୍ୱକପ୍‌କୁ ସଫଳତାର ସହ ଆୟୋଜନ ପରେ ୨୦୨୩ ବିଶ୍ୱକପ୍‌...

କ୍ରୋଏସିଆରେ ବିଏ ପରୀକ୍ଷା ଦେବେ ଶୁଟର ଭାକର

ନୂଆଦିଲ୍ଲୀ, ୧୭ା୫ (ପି.ଟି.): ଭାରତର ଷ୍ଟାର ଶୁଟର ମନୁ ଭାକର କ୍ରୋଏସିଆ ରାଜଧାନୀ ଜାଗ୍ରେବସ୍ଥିତ ଏକ ହୋଟେଲ ରୁମ୍‌ରେ ତାଙ୍କ ବିଏ ପରୀକ୍ଷା ଦେବେ। ଟୋକିଓ...

ଏମଆଇକୁ ୨୦୮ ରନର ବିଜୟ ଲକ୍ଷ୍ୟ ଦେଲା ଜିଟି…

ଅହମଦାବାଦ,୨୫।୪ : ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ଗୁଜରାଟ ଟାଇଟାନ୍ସକୁ ମୁହାଁମୁହିଁ ହୋଇଛନ୍ତି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା...

ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସ୍ଥାପିତ ହେବ ସଚିନଙ୍କ ପ୍ରତିମୂର୍ତ୍ତି

ମୁମ୍ବାଇ,୨୮।୨: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଏପ୍ରିଲ ୨୩ରେ ନିଜର ୫୦ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ହେଲେ ଚଳିତ ଥର ସଚିନଙ୍କ ଜନ୍ମଦିନରେ...

Advertisement
Archives

Model This Week