କୋଭିଡ଼ ଯୋଦ୍ଧାଙ୍କ ମନୋବଳ ବଢ଼ାଇଲେ ବିଧାୟକ

ଭୋଗରାଇ, ୩୧।୫(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରରେ କୋଭିଡ଼ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଦେବା ସହ ସେମାନଙ୍କର ମନୋବଳକୁ ଦୃଢ଼ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ପୂର୍ବତନ ମନ୍ତ୍ରୀ ତଥା ଜିଲା ଉନ୍ନୟନ ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ଭୋଗରାଇ ବିଧାୟକ ଅନନ୍ତ ଦାସ ଶନିବାର ଥାନାଛକ ସ୍ଥିତ ବ୍ୟାସକବି ଫକୀରମୋହନ ସେନାପତିଙ୍କ ପ୍ରତିମୂର୍ତ୍ତି ତଳେ ଓଡ଼ିଆ ଜାତିର ସଂହତି ଓ ଗୌରବମୟ ଉତ୍କଳ ଜନନୀ ସଂଗୀତ ଗାନ କରିଥିଲେ। ସାମାଜିକ ଦୂରତା ରକ୍ଷା କରି ଭୋଗରାଇ ବିଧାୟକଙ୍କ ସହ ବ୍ଲକ ଅଧ୍ୟକ୍ଷା ମଞ୍ଜୁରାଣୀ ବେହେରା, ବ୍ଲକ ଉପାଧ୍ୟକ୍ଷ ଦୀପକ କୁମାର ଦାସ, ବିଜେଡି ସଭାପତି ରମାକାନ୍ତ କରଣ, ଜିଲାପରିଷଦ ସଦସ୍ୟା କୁମୁଦିନୀ ଜେନା, ପୂର୍ବତନ ଜିଲାପରିଷଦ ସଦସ୍ୟ ହେମନ୍ତ ବେହେରା ସହ ବହୁ ସାମାଜିକ କର୍ମୀ, ବୁଦ୍ଧିଜୀବୀ ଓଡ଼ିଆପ୍ରେମୀ, ସ୍ଥାନୀୟ ଦୋକାନୀମାନେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri