କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟିତ

ଜୟପୁର, ୧୮ା୫ (ନି.ପ୍ର.): କୋରାପୁଟ ମହିଳା ମହାବିଦ୍ୟାଳୟରେ କୋଭିଡ୍‌ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଯାଇଛି। ୨ଶହ ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରକୁ ଜିଲାପାଳ ମଧୁସୂଦନ ମିଶ୍ର ଉଦ୍‌ଘାଟନ କରିଥିଲୋ। ଯେଉଁ ପ୍ରବାସୀ କୋରାପୁଟ ଫେରିବେ ସେମାନଙ୍କୁ ଏହି ସେଣ୍ଟରକୁ ନେଇ ସ୍ବାସ୍ଥ୍ୟ ପରୀକ୍ଷା ସହ ରକ୍ତ ନମୁନା ପରୀକ୍ଷା କରାଯିବ। ରକ୍ତ ନମୁନା ପଜିଟିଭ ବାହାରିଲେ ଜୟପୁରସ୍ଥିତ କୋଭିଡ୍‌ ଜିଲା ହସ୍ପିଟାଲକୁ ପଠାଯିବ। ଜୟପୁରରେ କରୋନା ମୁକାବିଲା ପାଇଁ ଜିଲାସ୍ତରୀୟ କୋଭିଡ୍‌ ହସ୍ପିଟଲ କରାଯାଇଛି। ୨୪୦ ପଞ୍ଚାୟତରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିଛି। ଜିଲାର ଦଶମନ୍ତପୁର ବ୍ଲକରେ ଗୋଟିଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଏବେ ସୁସ୍ଥ ହୋଇଯାଇଛନ୍ତି। ଇତିମଧ୍ୟରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ମଧ୍ୟ ରକ୍ତ ନମୁନା ପରୀକ୍ଷା ପ୍ରକ୍ରୟା ଆରମ୍ଭ ହୋଇଛି। ଉଦ୍‌ଘାଟନ ଉତ୍ସବରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ମକରନ୍ଦ ବେଉରାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri