Posted inଜାତୀୟ

କୋଭିଡ୍‌ ଚିକିତ୍ସା ଲାଗି ଡେକ୍ସାମିଥାସୋନ୍‌କୁ ଅନୁମତି

ନୂଆଦିଲ୍ଲୀ,୨୭ା୬(ପି.ଟି.)-ବହୁଳ ଭାବେ ବ୍ୟବହୃତ ହେଉଥିବା ଅପେକ୍ଷାକୃତ ଶସ୍ତା ଔଷଧ ଷ୍ଟେରଏଡ୍‌ ଡେକ୍ସାମିଥାସୋନ୍‌କୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବା ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଶନିବାର ଅନୁମତି ଦେଇଛି। ଅନ୍ୟାନ୍ୟ ଚିକିତ୍ସା ସହିତ ଏହାକୁ ମଧ୍ୟ ଗୁରୁତର ଅସୁସ୍ଥ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କ୍ଷେତ୍ରରେ ବ୍ୟବହାର କରାଯାଇପାରିବ। ମିଥାଇଲପ୍ରିଡ୍‌ନିସୋଲୋନର ବିକଳ୍ପ ଭାବେ ଡେକ୍ସାମିଥାସୋନ୍‌କୁ ବ୍ୟବହାର କରିବା ଲାଗି ପରାମର୍ଶ ଦିଆଯାଇଛି। ସଦ୍ୟ ଉପଲବ୍ଧ ପ୍ରମାଣ ଏବଂ ବିଶେଷଜ୍ଞମାନଙ୍କ ପରାମର୍ଶକୁ ବିଚାରକୁ ନେଇ ଏଭଳି ପରିବର୍ତ୍ତନ କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri