ବୁଗୁଡ଼ା,୧୪ା୫(ଡି.ଏନ.ଏ.)- କୋଭିଡ୍ ଡ୍ୟୁଟିରେ ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଗୁରୁବାର ସ୍ଥାନୀୟ ବିଡିଓଙ୍କ ଜରିଆରେ ଗଞ୍ଜାମ ଜିଲାପାଳଙ୍କୁ ଦାବିପତ୍ର ଦେଇଛି ବୁଗୁଡ଼ା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ। ଏନେଇ ମୁଖ୍ୟମନ୍ତ୍ରୀ, ଗୋଷ୍ଠୀ ଶିକ୍ଷାଧିକାରୀ ବୁଗୁଡ଼ା, ଜିଲା ଶିକ୍ଷାଧିକାରୀ, ଏନ୍ଏସି ନିର୍ବାହୀ ଅଧିକାରୀଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଛି। କୋଭିଡ ଡ୍ୟୁଟିରେ ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କରୋନା ଯୋଦ୍ଧା ମାନ୍ୟତା ପ୍ରଦାନ, ୫୦ ଲକ୍ଷ ଟଙ୍କାର ବୀମାଭୁକ୍ତ କରିବା, ମାସ୍କ, ଗ୍ଲୋବ, ସାନିଟାଇଜର, ହେଣ୍ଡୱାଶ ଦେବା, ବୟୋଜ୍ୟେଷ୍ଠ ଓ ଅସୁସ୍ଥ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ନ ଦେବା, ସଙ୍ଗରୋଧ କେନ୍ଦ୍ର ୧୦୦ ମିଟର ଦୂରରେ ଅସ୍ଥାୟୀ ସୁରକ୍ଷା ଗୃହ ଯୋଗାଇବାକୁ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ମନୋରଞ୍ଜନ ଦାଶ, ସମ୍ପାଦକ ନଗେନ୍ଦ୍ର ନାଥ ଷଡ଼ଙ୍ଗୀ ଓ କର୍ମକର୍ତ୍ତା ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ
ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…
ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…
ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍ର କୌଶଳ…
ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…
ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ
ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…
ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା
ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…
ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ
ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍ଡ଼ିପିଓ…
ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ
ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…
Archives

