କୋଭିଡ୍‌ ନିୟମ ଉଲ୍ଲଂଘନ: ମାସ୍କ ନ ପିନ୍ଧିବାରୁ ୧୩ଜଣଙ୍କଠାରୁ ୨୬୦୦ ଫାଇନ ଆଦାୟ

ଜି. ଉଦୟଗିରି, ୧୪।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ପୋଲିସ ପକ୍ଷରୁ କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଫାଇନ୍‌ ଆଦାୟ କରାଯାଉଛି। ମଙ୍ଗଳବାର ୧୩ ଜଣ ବ୍ୟକ୍ତି ମାସ୍କ ନ ପିନ୍ଧି ବଜାରକୁ ଆସିଥିବା ବେଳେ ସେମାନଙ୍କଠାରୁ ସମୁଦାୟ ୨୬୦୦ ଟଙ୍କା ଫାଇନ ଆଦାୟ ହୋଇଛି। ଏ ନେଇ ପୋଲିସ ଏସ୍‌ଆଇ କୌଶଲ୍ୟା ବେହେରା ସୂଚନା ଦେଇଛନ୍ତି। ସେହିପରି ଅମାନିଆ ଗାଡି ଚାଳକଙ୍କ ଗାଡ଼ିକୁ ମଧ୍ୟ ଜବତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର...

ପରିବେଶ ପାଇଁ ଦିନକୁ ୨ ଘଣ୍ଟା

ବାରିପଦା ଅଫିସ,୧୮ା୧: ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ଦିନକୁ ୨ ଘଣ୍ଟା ପରିଶ୍ରମ କରୁଥିବା ବ୍ୟକ୍ତି ସମାଜରେ ଖୁବ୍‌ କମ୍‌ ଦେଖିବାକୁ ମିିଳନ୍ତି।...

କାଠପୋଲ ଛଡା ଆଉ ବାଟ ନାହିଁ

ପାରଳାଖେମୁଣ୍ଡି,୨୬।୧୧(ଡି.ଏନ୍‌.ଏ.): ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଗଜପତି ଜିଲା ରାୟଗଡ଼ ବ୍ଲକ ଜଳଙ୍ଗ ପଞ୍ଚାୟତର ଡୁମ୍ବା ଗାଁ ଅବହେଲିତ। ଗମନାଗମନ ପାଇଁ ଗାଁକୁ ରାସ୍ତା...

ବିପଦସଙ୍କେତ ଡେଇଁଲା ବୈତରଣୀ

ଧାମନଗର,୧୩।୮(ଡି.ଏନ୍‌.ଏ): ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶନିବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ବିପଦସଙ୍କେତ ଅତିକ୍ରମ କରିଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦସଙ୍କେତ ୧୭.୮୩ ମିଟର...

ଚାଇନାରେ ଲକ୍‌ଡାଉନ୍‌, ୟୁଝାଉରେ ୧୦ ଲକ୍ଷ ଲୋକ ଘରେ ବନ୍ଦ…

ବେଜିଂ, ୪।୧ : ଚାଇନାରେ ପୁଣି କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ହେନାନ୍‌ ପ୍ରଦେଶର ୟୁଝାଉ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ...

ମା’ କୋଳକୁ ଫେରିଲା ଅପହୃତ ଶିଶୁ

ବରଗଡ଼ ଅଫିସ,୩ା୧: ବରଗଡ଼ ସହର ଉପକଣ୍ଠ ସିମେଣ୍ଟ ନଗରରୁ ରବିବାର ସନ୍ଧ୍ୟାରେ ଅପହୃତ ଶିଶୁ (୯) ବିଳମ୍ବିତ ରାତିରେ ମା’ କୋଳକୁ ଫେରିଛି। ପୁଅକୁ ଦେଖି...

ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ...

୩ ସପ୍ତାହରେ ଭାରତରେ ଅକ୍ସଫୋର୍ଡ ଟିକା ଉତ୍ପାଦନ

ନୂଆଦିଲ୍ଲୀ,୨୭ା୪: ବ୍ରିଟେନ୍‌ର ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ବିକାଶିତ କୋଭିଡ୍‌-୧୯ ନିରୋଧୀ ଟିକାର ମାନବ ଶରୀରରେ ପରୀକ୍ଷଣ ଗତ ଗୁରୁବାର ଆରମ୍ଭ କରାଯାଇଥିଲା। ଏହି ପରୀକ୍ଷଣରେ ଉକ୍ତ...

Advertisement
Archives

Model This Week