କୋଭିଡ୍‌ ନିୟମ ଉଲ୍ଲଘଂନ, ଔଷଧ ଦୋକାନ ସିଲ୍‌

ଦିଗପହଣ୍ଡି,୨୧ା୫(ଡି.ଏନ୍‌.ଏ.)- କୋଭିଡ-୧୯ ନିୟମ ଉଲ୍ଲଘଂନ କରି ବ୍ୟବସାୟ କରୁଥିବା ଅଭିଯୋଗରେ ଦିଗପହଣ୍ଡି ବସ୍‌ଷ୍ଟାଣ୍ଡସ୍ଥିତ ରଥ ମେଡିସିନ ଷ୍ଟୋରକୁ ତହସିଲ ପ୍ରଶାସନ ପକ୍ଷରୁ ବୁଧବାର ସିଲ କରାଯାଇଛି। ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପହଞ୍ଚତ୍ବାବେଳେ ଗ୍ରାହକ ମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହି ନ ଥିବା ଦେଖିଥିଲେ। ଏ ସମ୍ପର୍କରେ ଷ୍ଟୋର ମାଲିକ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ପ୍ରଶାସନ ପକ୍ଷରୁ ଜରିମାନା ପ୍ରଦାନ କରିବାକୁ କୁହାଯାଇଥିଲା। କିନ୍ତୁ ସେ ଜରିମାନା ଦେବାକୁ ଅମଙ୍ଗ ହେବାପରେ ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶ କ୍ରମେ ମେଡ଼ିସିନ ଷ୍ଟୋରକୁ ସିଲ୍‌ କରିଦିଆଯାଇଛି। ସେହିଭଳି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଏବଂ ମାସ୍କ ପରିଧାନ କରି ନ ଥିବା ଅଭିଯୋଗରେ ଅନ୍ୟ ୩ ଦୋକାନକୁ ମଧ୍ୟ ସିଲ୍‌ କରାଯାଇ ବିଭିନ୍ନ ଦୋକାନୀଙ୍କ ଠାରୁ ୨୬ହଜାର ୨ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri