କୋଭିଡ୍‌ ଫଣ୍ଡକୁ ଅଙ୍ଗନୱାଡ଼ି କର୍ମୀଙ୍କ ସହାୟତା

ବୁଗୁଡ଼ା,୧୦ା୫(ଡି.ଏନ.ଏ.)- ବୁଗୁଡ଼ା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନରେ କାର୍ଯ୍ୟ କରୁଥିବା ସ୍ଥାନୀୟ ଏନ୍‌ଏସିର ସେକ୍ଟର ତରଫରୁ ଅଙ୍ଗନୱାଡ଼ି କର୍ମୀ, ସହାୟିକା ଏବଂ ଆତ୍ମ ସହାୟିକା ଗୋଷ୍ଠୀର ସଦସ୍ୟାଙ୍କ ସମେତ ଅଞ୍ଚଳ ପରିଦର୍ଶିକା ଜି. ରଶ୍ମି ସେମାନଙ୍କର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ବୁଗୁଡ଼ା ଏନଏସି ସେକ୍ଟରର ଅଙ୍ଗନୱାଡ଼ି କେନ୍ଦ୍ରର କର୍ମଚାରୀ ସିଡିପିଓ ରଞ୍ଜିତା ତ୍ରିପାଠୀଙ୍କୁ ଭେଟି ୧୪,୬୩୫ ଟଙ୍କାର ଆର୍ଥିକ ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସେହିପରି ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ରଘୁନାଥ ସାହି ଅଙ୍ଗନୱାଡ଼ି କେନ୍ଦ୍ର ତରଫରୁ କର୍ମୀ ସନ୍ଧ୍ୟାରାଣୀ ନାୟକ ମଧ୍ୟ ଶିଶୁ ବିକାଶ ଅଧିକାରୀଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪୦୦୧ ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ତ୍ରୁଟି

ବରୀ,୧୮ା୧(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଆବଣ୍ଟନ କ୍ଷେତ୍ରରେ ସ୍ବଚ୍ଛତା ବଜାୟ ପାଇଁ ନିର୍ଦ୍ଦିଷ୍ଟ ନିୟମ ଜାରି କରାଯାଇଛି। ମାତ୍ର ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ...

ପରପାରିରେ ଗାନ୍ଧୀବାଦୀ ସମାଜସେବୀ ଘାସିରାମ

କୋକସରା,୨୩।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳର ଚିର ପରିଚିତ ଗାନ୍ଧିବାଦୀ ଚିନ୍ତାଧାରାରେ ଅନୁପ୍ରାଣିତ ବରିଷ୍ଠ ସମାଜସେବୀ ଘାସିରାମ ପାଟ୍ଟଯୋଶୀଙ୍କ ମଙ୍ଗଳବାର ସନ୍ଧ୍ୟାରେ ନିଜ ବାସ...

ନୂଆବର୍ଷରେ ଆରଡିରେ ପ୍ରବଳ ଭିଡ

ଆରଡି,୧।୧, (ଡି.ଏନ.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିକୁ ନୂଆବର୍ଷ ଉପଲକ୍ଷେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଭକ୍ତମାନେ ଲମ୍ବା ଲାଇନରେ ଆସି...

ବେଲଡ଼ିହା, ଜାମଶୂଳୀବାସୀ ଅବହେଳିତ: ଫାଇଲ୍‌ରେ ବନ୍ଧା ପଡ଼ିିଛି ରାଜସ୍ବ ଗ୍ରାମ ମାନ୍ୟତା

କପ୍ତିପଦା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ରାଜସ୍ବ ଗ୍ରାମରେ ରହିଛି ବେଲଡ଼ିହା ଓ ଜାମଶୂଳୀ ଗ୍ରାମ। ଏହି ୨ଟି ଗାଁ ବଡବିଶୋଳ ଗ୍ରାମଠାରୁ...

ସରିଲା ମକରମେଳା

ଗୋପବନ୍ଧୁ ନଗର/ବୈଶିଙ୍ଗା,୨୧ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ଖଡିକାପଦା ଆଖଣ୍ଡଳମଣି ପୀଠରେ ଅନୁଷ୍ଠିତ ମକର ମେଳା ଉଦ୍‌ଯାପିତ ହୋଇଯାଇଛି।...

ହାଇକୋର୍ଟର ନୂଆ ୱେବ୍‌ସାଇଟ୍‌ ଉଦ୍‌ଘାଟିତ

କଟକ ଅଫିସ,,୧୭ା୧୨: ଓଡ଼ିଶା ହାଇକୋର୍ଟର ନୂତନ ୱେବ୍‌ସାଇଟ୍‌ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଅନ୍ୟ ବିଚାରପତିଙ୍କ ଉପସ୍ଥିତିରେ ଏହି...

ବରଗଡ଼ରେ କ୍ୟାନସର ହସ୍ପିଟାଲ ସ୍ଥାପନ ନେଇ ଦାବି: ଅନଶନକୁ ଓହ୍ଲାଇଲା କୋଶଳ ସେନା

ବରଗ ଅଫିସ,୧୭।୧୧: ବରଗଡ଼ ଜିଲାରେ କ୍ୟାନ୍‌ସର ହସ୍ପିଟାଲ ଦାବି ନେଇ ପୁଣି ଆନ୍ଦୋଳନ ତେଜି ଉଠିଛି। ମଙ୍ଗଳବାର କୋଶଳ ସେନା ବିକ୍ଷୋଭ ଶୋଭାଯାତ୍ରା ସହିତ ଅନଶନକୁ...

ଠାକୁରାଣୀ ଯାତ୍ରା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଭଞ୍ଜନଗର,୫।୫(ଡି.ଏନ.ଏ): ଭଞ୍ଜନଗର ବ୍ଲକ ମୁଜାଗଡ଼ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଏହି ଅବସରରେ ଗ୍ରାମରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପାରମ୍ପାରିକ...

Advertisement
Archives

Model This Week