କୋଭିଡ୍‌ ଫଣ୍ଡକୁ ବୃତ୍ତି ଟଙ୍କା ଦେଲେ ଛାତ୍ରୀ

ଛତ୍ରପୁର,୩୧ା୩(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ପୂର୍ବରୁ ପାଇଥିବା ବୃତ୍ତି ଅର୍ଥରୁ ୩ ହଜାର ଟଙ୍କା ଦେଇଛନ୍ତି। ସେହେଲେ ଗଞ୍ଜାମ ଜିଲା ଛତ୍ରପୁର ଅନ୍‌ସ୍ଲୋ ସରକାରୀ ହାଇସ୍କୁଲର ଛାତ୍ରୀ ସ୍ନେହାମୟୀ ପଲାଇ। ସେ ମଙ୍ଗଳବାର ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ଭେଟି ୩ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ, ସିଆର୍‌ସିସି ଗୀତା ରଥ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri