କୋଭିଡ୍‌ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍‌ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି ଉଦାହରଣ ସୃଷ୍ଟି କରିଛନ୍ତି। ସୁଦର୍ଶନ ରବିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧୦,୫୦୦ ଟଙ୍କା ଆର୍ଥିକ ସହାୟତା ରାଇକିଆ ବିଡ଼ିଓଙ୍କ ଜରିଆରେ ପ୍ରଦାନ କରିଛନ୍ତି। ଏଥିସହ ସେ କିଛିଦିନ ହେଲା ଗଁା ଗଁାରେ ବୁଲି ଲୋକଙ୍କୁ ମାସ୍କ ଓ ସାବୁନ ମଧ୍ୟ ବାଣ୍ଟୁଛନ୍ତି। ଏଭଳି ସଙ୍କଟ ପରିସ୍ଥିତିରେ ସୁଦର୍ଶନଙ୍କ ସାହାଯ୍ୟ ମନୋବୃତ୍ତିକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ବାଇପାସ ପାଲଟିଛି ବସ୍‌ଷ୍ଟାଣ୍ଡ

ପଟ୍ଟାମୁଣ୍ଡାଇ,୨୬ା୮(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ସବୁଠି ବିକାଶ ଲାଗି ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରି ଚାଲିଛନ୍ତି। ହେଲେ କେନ୍ଦ୍ରାପଡ଼ା...

ଦେଢ଼ବର୍ଷ ବିତିଲାଣି ମିଳିନି ଆବାସ ଯୋଜନାର ବୋନସ ଟଙ୍କା

ଜୟପୁର, ୩୦।୬ (ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ରଣ୍ଡାପାଲ୍ଲି ପଞ୍ଚାୟତ ରାମଗଡ କଲୋନୀର ୨୨ଜଣ ହିତାଧିକାରୀ ଆବାସ ଯୋଜନାର ବୋନସ ଟଙ୍କା ଦେବାକୁ ଦାବି କରି ବୁଧବାର...

ଦଦରା ଗାଡ଼ିରେ କାମ ଚଳୁଛି

ଖଇରା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ଏକ ସମ୍ବେଦଦନଶୀଳ ଥାନା ହୋଇଥିବା ବେଳେ ବହୁବିଧ ସମସ୍ୟା ସାଧାରଣ ଲେକଙ୍କୁ ନ୍ୟାୟ ପ୍ରଦାନରେ ବାଧକ ସାଜିଛି।...

ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ...

ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ସୁନ୍ଦରଗଡ଼,୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ...

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ପଲାଣିଘାଟି ପାତା ସାହିର ଜନୈକା ମହିଳା ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି।...

ଏସ୍‌ଓପି ମାନୁନାହାନ୍ତି ମଦ ବିକ୍ରେତା

ଖୋର୍ଦ୍ଧା ଅଫିସ,୨୪ା୧୨: ଖୋର୍ଦ୍ଧା ଜିଲାରେ ମଦ ବିକ୍ରେତା ମାନୁନାହାନ୍ତି ଅବକାରୀ ବିଭାଗର ଷ୍ଟାଣ୍ଡାର୍ଡ ଅପରେଟିଙ୍ଗ ପ୍ରେସିଡିଓର (ଏସ୍‌ଓପି)। ଧାର୍ଯ୍ୟ ଦରଠାରୁ ଚଢ଼ା ଦରରେ ବିକ୍ରି କରୁଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣା: ୧୦ ଅଧିକାରୀ, ୩ ସରପଞ୍ଚଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ...

Advertisement
Archives

Model This Week