କୋଭିଡ୍‌ ଫଣ୍ଡକୁ ସହାୟତା

ରାଇକିଆ,୧୧ ।୪(ଡି.ଏନ୍‌.ଏ.)- ରିଲିଫ ପାଣ୍ଠିକୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ପରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ସହାୟତାର ସୁଅ ଛୁଟୁଛି। ଏଥିପାଇଁ ରାଇକିଆ ବ୍ଲକର ମଧ୍ୟ ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ ସହାୟତାର ହାତ ବଢ଼ାଇଛନ୍ତି । ରାଇକିଆ ବଣିକ ସଂଘ, ନାଗରିକ ମଞ୍ଚ, ବାପ୍ଟିଷ୍ଟ ଚର୍ଚ୍ଚ, କ୍ୟାଥଲିକ ଚର୍ଚ୍ଚ, ସଞ୍ଜୀବନୀ ସ୍ବୟଂ ସହାୟକ ଗୋଷ୍ଠୀ, ନବରତ୍ନ ଗ୍ୟାସ ବିତରକ, ସ୍ବାତୀ ସଙ୍ଗଠନ ଏବଂ ବ୍ୟକ୍ତିଗତ ଭାବେ ବିଭିନ୍ନ ପ୍ରତିଷ୍ଠିତ ବ୍ୟକ୍ତି ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଡ଼ିଓଙ୍କ ଜରିଆରେ ଆର୍ଥତ୍କ ସହାୟତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର

ଝାରସୁଗୁଡା ଅଫିସ୍‌/ ଲଖନପୁର, ୨୪।୪(ଡି.ଏନ୍‌.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍‌ଆର୍‌ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ...

ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବ୍ରାହ୍ମଣଙ୍କ ବିକ୍ଷୋଭ

ପୁରୀ ଅଫିସ,୧୬ା୧: ଶ୍ରୀମନ୍ଦିର ଆନନ୍ଦ ବଜାରରୁ ବ୍ରାହ୍ମଣଙ୍କୁ ବାହାର କରିଦିଆଯିବାକୁ ନେଇ ବ୍ରାହ୍ମଣଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ବୁଧବାର ଆନନ୍ଦ ବଜାର ବ୍ରାହ୍ମଣ କ୍ରିୟାନୁଷ୍ଠାନ...

୧୧ନିଶାସକ୍ତ ଡ୍ରାଇଭରଙ୍କୁ କୋର୍ଟଚାଲାଣ

ବାରିପଦା ଅଫିସ,୮।୫: ମାନ୍ୟବର ସୁପ୍ରିମ କୋର୍ଟଙ୍କ ଆଦେଶକୁ ଭିତ୍ତି କରି ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ମଦୁଆ ଚାଳକଙ୍କୁ ଯାଞ୍ଚ କରାଯାଇଛି। ବାରିପଦା ଟାଉନ ଥାନା...

ଖବରକାଗଜ ବିତରଣ ସଂଘ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଖୋର୍ଦ୍ଧା ଅଫିସ,୨୬।୧ : ମା’ ବରୁଣେଇ ଖବରକାଗଜ ବିତରଣ ସଂଘ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ଖୋର୍ଦ୍ଧା କ୍ଲବ ନିକଟ ପେପର ପଏଣ୍ଟ ଠାରେ ବୁଧବାର...

ମାନ୍ୟତା ସତ୍ତ୍ୱେ ଅବହେଳିତ ‘ମଣ୍ଡନଗିରି’

ଖୋର୍ଦ୍ଧା ଅଫିସ,୮ା୫: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ସଂପୁର ଗ୍ରାମ ନିକଟରେ ରହିଛି ମୁଣ୍ଡିଆପଡ଼ା ବା ମଣ୍ଡନଗିରି ପାହାଡ଼। ପ୍ରାକୃତିକ ସବୁଜିମା...

ଝାରସୁଗୁଡ଼ାରେ କଲେଜ ଛାତ୍ରଙ୍କୁ ପୋଲିସର ନାଲି ଆଖି

ଝାରସୁଗୁଡା ଅଫିସ,୨ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଉଛି। ଏହି କଟକଣାକୁ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ...

ଭିଜିଲାନ୍ସ ଜାଲରେ ଜିଲା କୃଷି ଅଧିକାରୀ

ମାଲକାନଗିରି,୧୫।୩(ଡି.ଏନ୍‌.ଏ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲା କୃଷି ଅଧିକାରୀ ଏମ. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ମାଲକାନଗିରିସ୍ଥିତ...

ବାଡ଼ ରହିଛି, ଗଛ ନାହିଁ

ପଟ୍ଟାମୁଣ୍ଡାଇ,୧୦ା୪(ସ୍ବ.ପ୍ର.): ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଲକ୍ଷ୍ୟକରି ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣକୁ ଗୁରୁତ୍ୱ ଦିଆଯାଉଛି। ହେଲେ କେନ୍ଦ୍ରାପଡ଼ା...

Advertisement
Archives

Model This Week