କୋଭିଡ୍‌ ଫଣ୍ଡକୁ ୬.୩୪ ଲକ୍ଷ ସହାୟତା

ହିଞ୍ଜିଳିକାଟୁ,୨୫ା୪(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଚାଉଳ କଳ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍‌)କୁ ୧ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ସଭାପତି ବିଜୟ କୁମାର ପାଢୀ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ବ୍ଲକ ଅଫିସରେ ଭେଟି ଚେକ୍‌ ପ୍ରଦାନ କରିଛନ୍ତି। ହିଞ୍ଜିଳିକାଟୁ ପ୍ରାଥମିକ ଶିକ୍ଷକ ସଂଘ ଓ ବିଇଓ ଅଫିସ କର୍ମଚାରୀ କରୋନା ମୁକାବିଲା ନିମନ୍ତେ କୋଭିଡ୍‌ ଫଣ୍ଡକୁ ୪ ଲକ୍ଷ ୬୨ ହଜାର ୨୫୨ ଟଙ୍କା ସହାୟତା କରିଛନ୍ତି। ଶୁକ୍ରବାର ସଂଘ ପକ୍ଷରୁ ଏକ ବ୍ୟାଙ୍କ ଚେକ୍‌ ବିଇଓ ବସନ୍ତ କୁମାର ପଣ୍ଡାଙ୍କ ଜରିଆରେ ପ୍ରଦାନ କରାଯାଇଛି। ସଂଘ ସଭାପତି ଇପିଲି ଋଷିୟା, ଶିକ୍ଷକ କଲ୍ୟାଣ ସମିତି ସଭାପତି ପୂର୍ଣ୍ଣଚନ୍ଦ୍ର ମହାରଣା, ଶିକ୍ଷୟିତ୍ରୀ ଡ଼ି. ଗୌରୀ, ଗଙ୍ଗାଧର ପାଣିଗ୍ରାହୀ, ଜୟକୃଷ୍ଣ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ୧୬ ସମବାୟ ସମିତି ନେଉନି ସାର

ପଟ୍ଟାମୁଣ୍ଡାଇ,୫ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶ୍ରାବଣ ମାସରେ ଆଶାନୁରୂପ ବର୍ଷା ହେଲାନାହିଁ। ଖାଲୁଆ କିସମ ଜମିରେ ଯେଉଁଠି ବି ରୁଆ, ବେଉଷଣ କାମ ହେଉଛି...

୬ ବର୍ଷ ହେବ ଗାଁରୁ ବାସନ୍ଦ ପରିବାର: ଅଭିଯୋଗସତ୍ତ୍ୱେ ପ୍ରଶାସନ ନୀରବ

ଗୋପ,୧୨।୧୨(ଡି.ଏନ.ଏ.): ଗୋପ ଥାନା ଅଧୀନ ଦେସ୍ଥଳୀ ଗ୍ରାମର ରାମଚନ୍ଦ୍ର ଦାସ (୭୨) ଜମିଜମା ବିବାଦ କାରଣକୁ ନେଇ ଗତ ଛଅ ବର୍ଷ ହେବ ସମ୍ପୂର୍ଣ୍ଣ ପରିବାରକୁ...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍‌ପିଙ୍କ ନାମରେ ଥାନାରେ ଏତଲା

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି।...

ଏନ୍‌ଏସି ସହରର ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ

ଗଞ୍ଜାମ,୨୪।୮(ଡି.ଏନ୍‌.ଏ.): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଯାଇଥିଲେ ମଧ୍ୟ ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥାରେ ସୁଧାର ଆସିପାରିନାହିଁ। ସହରର ମୁଖ୍ୟ ରାସ୍ତା ଏବେ ଡମ୍ପିଂୟାର୍ଡ...

କସ୍ତୁରବା ଗାନ୍ଧୀ ବିଦ୍ୟାଳୟରେ ମୃତ୍ୟୁ ଘଟଣା: ପ୍ରଧାନ ଓ୍ବାର୍ଡନ ନିଲମ୍ବିତ, ଶିକ୍ଷୟିତ୍ରୀ ବହିଷ୍କାର

ମୁନିଗୁଡ଼ା,୧୩।୭:  ମୁନିଗୁଡ଼ା  ଜିଲା   ରାୟଗଡ଼ା ବ୍ଲକ ଅନ୍ତର୍ଗତ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ  ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା।...

ବାତ୍ୟା ଆଶଙ୍କା, ସଚେତନ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭।୫(ଡି.ଏନ.ଏ)- ବାତ୍ୟା ଅମ୍ଫନ୍‌କୁ ନେଇ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଇଛି। ବହୁ ଲୋକ ଦୁର୍ଗମ ଗ୍ରାମରେ ରହୁଥିବାବେଳେ...

ପିକ୍‌ନିକ୍‌ ସ୍ପଟ୍‌: ‘ଢୁ ଢୁଆ’ ଜଳପ୍ରପାତ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି।...

କରୋନା ସଚେତନତା: ହାତ ଧୋଇ ଥାନା ଭିତରକୁ ପ୍ରବେଶ ପାଇଁ ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶ

ଛେଣ୍ଡିପଦା, ୧୭।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପରିସରରେ ମଙ୍ଗଳବାର ହାତଧୁଆ ବ୍ୟବସ୍ଥା କରାଯିବା ସହିତ କରୋନା ସଚେତନତା ବର୍ତ୍ତା ଦିଆଯାଉଛି। ଅନୁଗୋଳ ଆରକ୍ଷୀ ଅଧୀକ୍ଷକ...

Advertisement
Archives

Model This Week