Posted inଖେଳ

କୋଭିଡ୍‌ ଭ୍ୟାକ୍ସିନ୍‌ ପରେ ଅନ୍ତର୍ଜାତୀୟ ହକି

ଲାଉସାନେ, ୨୧ା୫ (ପି.ଟି.)-କରୋନା ଭାଇରସ୍‌ ମହାମାରୀରୁ ଆରୋଗ୍ୟ ଲାଭ କରିବା ଲାଗି ଭ୍ୟାକ୍ସିିନ୍‌ ବାହାରିବା ପରେ ଯାଇ ଅନ୍ତର୍ଜାତୀୟ ହକି ଆରମ୍ଭ ହୋଇ ପାରେ ବୋଲି ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ହକି (ଏଫ୍‌ଆଇଏଚ୍‌) ଘୋଷଣା କରିଛି। ବିଭିନ୍ନ ସ୍ତରରେ ଖେଳ ଆରମ୍ଭ କରିବା ଲାଗି ଖେଳର ଗଭର୍ନିଂବଡି ୫ଟି ପର୍ଯ୍ୟାୟ ପ୍ରକ୍ରିୟା ସ୍ଥିର କରିଛି। ଏଫ୍‌ଆଇଏଚ୍‌ କହିଛନ୍ତି, ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ନେଇ ବିଶ୍ୱ ପ୍ରତିଯୋଗିତା କେବଳ ଅନ୍ତିମ ପର୍ଯ୍ୟାୟ ପ୍ରକ୍ରିୟା ପରେ ଆରମ୍ଭ ହୋଇପାରିବ ହେଲେ ଏଥିପାଇଁ ସମୟସୀମା ଧାର୍ଯ୍ୟ କରାଯାଇ ନାହିଁ। ନେଦରଲାଣ୍ଡ ଓ ବେଲଜିୟମ ଇତିମଧ୍ୟରେ ସତର୍କତାର ସାମାଜିକ ଦୂରତ୍ୱ ବଜାୟ ରଖି ସେମାନଙ୍କ ଟ୍ରେନିଂ ଆରମ୍ଭ କରିଛନ୍ତି। ଏହାକୁ ପ୍ରଥମ ପର୍ଯ୍ୟାୟ କୁହାଯାଇପାରେ। ପରେ ଆଞ୍ଚଳିକ ପ୍ରତିଯୋଗିତା, ଦୁଇ ପଡୋଶୀ ଦେଶ ମଧ୍ୟରେ ମ୍ୟାଚ ଏବଂ ଟ୍ରାନ୍ସ-କଣ୍ଟିନେଣ୍ଟାଲ ଟୁର୍ନାମେଣ୍ଟ ଏବଂ ଶେଷରେ ଭ୍ୟାକ୍ସିନ୍‌ ବାହରିବା ଦରକାର। ତା’ପରେ ଯାଇ ସ୍ବାଭାବିକ ପ୍ରତିଯୋଗିତା କଥା ବିଚାର କରାଯାଇପାରେ ବୋଲି ଏଫ୍‌ଆଇଏଚ୍‌ କହିଛି। ଆୟୋଜକମାନଙ୍କୁ ହକି ଓ୍ବାର୍କଫୋର୍ସ ଏବଂ ଖେଳପ୍ରେମୀଙ୍କ ସୁରକ୍ଷା ପାଇଁ ଆୟୋଜକ ଆବଶ୍ୟକ ପଦକ୍ଷେପ ନେବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri