‘କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାର ୪ର୍ଥ ଲହରକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତ ରୁହ, ସବୁ ପ୍ରକାର ପଦକ୍ଷେପ ନିଆଯାଉଛି। କରୋନା ଅନ୍ୟ ରାଜ୍ୟ ତୁଳନାରେ ଆମ ରାଜ୍ୟରେ ନିୟନ୍ତ୍ରଣରେ ରହିଛି। ଟିକାକରଣ କରାଯିବା ସହ ନିୟମିତ ସମୀକ୍ଷା ଚାଲିଛି। ତେବେ ଭୟଭୀତ ନ ହୋଇ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri